ସିଲିଣ୍ଡର ଫାଟି ଜଣେ ମୃତ, ୨ ଆହତ

ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ରାଜକିଆରି ଛକ ନିକଟରେ ଥିବା ଏକ କବାଡ଼ିଆ ଦୋକାନରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଅନିଲ କୁମାର ସାହୁ। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୋକନରେ କାମ କରୁଥିବା ସମୟରେ ଗ୍ୟାସ ଟାଙ୍କି ଫାଟି ବିସ୍ଫୋରଣ ଘଟିଥିବା ମୃତକଙ୍କ ପରିବାର ଲୋକେ କହିଛନ୍ତି। ଘଟଣାସ୍ଥଳରେ ଖଣ୍ଡପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

nayagada

Rakesh Mallick
  • Published: Monday, 28 May 2018
  • , Updated: 28 May 2018, 02:11 PM IST

ନୟାଗଡ଼(ଓଡ଼ିଶା ରିପୋର୍ଟର): ନୟାଗଡ଼ ଜିଲ୍ଲା ରାଜକିଆରି ଛକ ନିକଟରେ ଥିବା ଏକ କବାଡ଼ିଆ ଦୋକାନରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ଜଣଙ୍କ ହେଲେ ଅନିଲ କୁମାର ସାହୁ। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୋକନରେ କାମ କରୁଥିବା ସମୟରେ ଗ୍ୟାସ ଟାଙ୍କି ଫାଟି ବିସ୍ଫୋରଣ ଘଟିଥିବା ମୃତକଙ୍କ ପରିବାର ଲୋକେ କହିଛନ୍ତି। ଘଟଣାସ୍ଥଳରେ ଖଣ୍ଡପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Related story