ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ

Ordigital Desk
  • Published: Monday, 09 April 2018
  • , Updated: 09 April 2018, 08:44 AM IST
<p>ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସାଧାରଣ ଦର୍ଶକ ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ନାହିଁ। ଆଜି ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ।</p>

Related story