ଭୁବନେଶ୍ୱର: ଘଟ ପରିବର୍ତ୍ତନ ବିଭ୍ରାଟ ପ୍ରସଙ୍ଗରେ ବୁଧବାର ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଭେଟିଥିଲେ ସାଧୁ ସନ୍ଥମାନେ। ଭିଏଚପିର କେନ୍ଦ୍ରୀୟ ମାର୍ଗଦର୍ଶକ ମଣ୍ଡଳୀ ସଦସ୍ୟ ଜୀବନ ମୁକ୍ତାନନ୍ଦଙ୍କ ସହ ଏହି ସାଧୁସନ୍ଥମାନେ ଗଜପତିଙ୍କ ଭୁବେଶ୍ୱରସ୍ଥିତ ବାସଭବନକୁ ଯାଇ ତାଙ୍କୁ ସାକ୍ଷାତ କରିଥିଲେ। ଗଜପତିଙ୍କ ସହିତ ସାକ୍ଷାତ ଆଲୋଚନା ପରେ ଜୀବନ ମୁକ୍ତାନନ୍ଦ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ କହିଥିଲେ ଯେ ଘଟ ପରିବର୍ତ୍ତନର ବିଧିବିଧାନ ସଂପର୍କରେ ସେମାନେ ଗଜପତିଙ୍କ ଠାରୁ ଅବଗତ ହୋଇଛନ୍ତି। ବ୍ରହ୍ମ ପରିବବର୍ତ୍ତନରେ ହୋଇଥିବା ବିଭ୍ରାଟ ପାଇଁ ରାଜ୍ୟ ସରକାର ଦାୟୀ।
ସେହିପରି ଆସନ୍ତାକାଲି ଭିଏଚପି ପକ୍ଷରୁ ଦିଆଯାଇଥିବା ଜିଲ୍ଲାସ୍ତରୀୟ ଆନ୍ଦୋଳନ ଡାକରାକୁ ସମସ୍ତ ସାଧୁ ସନ୍ଥ ସମର୍ଥନ କରିବେ ବୋଲି ସେ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।