ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ ନାବାଳିକା ମୃତ

ଭବାନୀପାଟଣା (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ତିଲେଇମାଳରେ ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଜଣେ ନାବାଳିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଉର୍ମିଳା ସାହୁ। ସେ ଆଜି ସକାଳେ ଶୌଚ ପାଇଁ ରାସ୍ତାପାର ହୋଇ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ପିକ୍‌ଅପ୍‌ ଭ୍ୟାନ୍‌ଟି ତାଙ୍କୁ ଧକ୍କା ଦେଇଥିଲା। କ୍ଷତିପୂରଣ ଦାବିରେ ନାବାଳିକାଙ୍କ ପରିବାର ଲୋକେ ଓ ଗ୍ରାମବାସୀ ରାସ୍ତାରୋକ କରିଛନ୍ତି। ସେମାନେ ଭବାନୀପାଟଣା-ନର୍ଲା ରାସ୍ତା ଅବରୋଧ କରିଛନ୍ତି।

van1

van1

Jitendra Garnayak
  • Published: Monday, 01 October 2018
  • Updated: 01 October 2018, 09:10 AM IST

Sports

Latest News

ଭବାନୀପାଟଣା (ଓଡ଼ିଶା ରିପୋର୍ଟର): କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ତିଲେଇମାଳରେ ପିକ୍ଅପ୍ ଭ୍ୟାନ୍ ଧକ୍କାରେ ଜଣେ ନାବାଳିକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଉର୍ମିଳା ସାହୁ।

ସେ ଆଜି ସକାଳେ ଶୌଚ ପାଇଁ ରାସ୍ତାପାର ହୋଇ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ପିକ୍‌ଅପ୍‌ ଭ୍ୟାନ୍‌ଟି ତାଙ୍କୁ ଧକ୍କା ଦେଇଥିଲା।

accidentକ୍ଷତିପୂରଣ ଦାବିରେ ନାବାଳିକାଙ୍କ ପରିବାର ଲୋକେ ଓ ଗ୍ରାମବାସୀ ରାସ୍ତାରୋକ କରିଛନ୍ତି। ସେମାନେ ଭବାନୀପାଟଣା-ନର୍ଲା ରାସ୍ତା ଅବରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos