ରାଜଧାନୀରେ ନାବାଳିକାଙ୍କୁ ହତ୍ୟା!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ରକ୍ତାକ୍ତ ମୃତଦେହ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ପଡ଼ିଥିଲା। କମିଶନରେଟ୍‌ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ନାବାଳିକା ଜଣକ ଏକ ହୋଟେଲ୍‌ କାମ କରନ୍ତି। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି।

girl-murder-in-bbsr

girl-murder-in-bbsr

Manoranjan Sial
  • Published: Saturday, 02 March 2019
  • Updated: 02 March 2019, 11:10 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ରକ୍ତାକ୍ତ ମୃତଦେହ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରେ ପଡ଼ିଥିଲା। କମିଶନରେଟ୍‌ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ନାବାଳିକା ଜଣକ ଏକ ହୋଟେଲ୍‌ କାମ କରନ୍ତି। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story