ନଦୀ ପଠାରୁ ମିଳିଲା ଯୁବତୀଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା

ଭଦ୍ରକ (ପାର୍ଥସାରଥୀ ନାୟକ):  ନିଖୋଜ ହେବାର ୫ ଦିନ ପରେ ଯୁବତୀଙ୍କ ମୃତଦେହ ବୈତରଣୀ ନଦୀପଠାରୁ ମିଳିଛି। ମାତ୍ର ଏହା ହତ୍ୟା ନା ଆତ୍ମହତ୍ୟା, ତାହା ଜଣାପଡ଼ି ନାହିଁ। ଭଦ୍ରକ ଗ୍ରାମାଞ୍ଚଳ ଓ ଭଣ୍ଡାରିପୋଖରୀ ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଆଗରପଡା ଥାନା ଅନ୍ତର୍ଗତ ବିଶଲକଣା ଗାଁର ସନାତନ ଭୂୟାଁଙ୍କ ଝିଅ ଆଶାଲତା କେନ୍ଦୁଆପଦା ସ୍ଥିତ ବନ୍ଧନ ଫାଇନାନ୍ସ କମ୍ପାନୀରେ କାମ କରୁଥିଲେ। ଗତ ଶନିବାରଠାରୁ ସେ ନିଖୋଜ ଥିଲେ। ପରିବାର ଲୋକ ବହୁ […]

bhadrak

bhadrak

Manoranjan Sial
  • Published: Thursday, 30 January 2020
  • Updated: 30 January 2020, 04:58 PM IST

Sports

Latest News

ଭଦ୍ରକ (ପାର୍ଥସାରଥୀ ନାୟକ):  ନିଖୋଜ ହେବାର ୫ ଦିନ ପରେ ଯୁବତୀଙ୍କ ମୃତଦେହ ବୈତରଣୀ ନଦୀପଠାରୁ ମିଳିଛି। ମାତ୍ର ଏହା ହତ୍ୟା ନା ଆତ୍ମହତ୍ୟା, ତାହା ଜଣାପଡ଼ି ନାହିଁ। ଭଦ୍ରକ ଗ୍ରାମାଞ୍ଚଳ ଓ ଭଣ୍ଡାରିପୋଖରୀ ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗରପଡା ଥାନା ଅନ୍ତର୍ଗତ ବିଶଲକଣା ଗାଁର ସନାତନ ଭୂୟାଁଙ୍କ ଝିଅ ଆଶାଲତା କେନ୍ଦୁଆପଦା ସ୍ଥିତ ବନ୍ଧନ ଫାଇନାନ୍ସ କମ୍ପାନୀରେ କାମ କରୁଥିଲେ। ଗତ ଶନିବାରଠାରୁ ସେ ନିଖୋଜ ଥିଲେ। ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ଝିଅ ପତ୍ତା ପାଇନଥିଲେ। ଶେଷରେ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକେ। ଅଭିଯୋଗକୁ ଭିତ୍ତିକରି ପୁଲିସ ଏକ ମାମଲା ରୁଜୁ କରିଥିଲା। ହେଲେ ଆଶାଙ୍କ ପତ୍ତା ପାଇନଥିଲା।

ତେବେ ନିଖୋଜ ହେବାର କିଛି ଦିନ ପରେ ଆଶାଲତାଙ୍କ ସ୍କୁଟି ଆଖୁଆପଦା ବୈତରଣୀ ବ୍ରିଜ୍‌ ଉପରୁ ମିଳିଥିଲା। ସେହି ସ୍କୁଟିକୁ ଏକ ଟ୍ରକ ଡ୍ରାଇଭର ଆଣି ଯାଜପୁର ଜିଲ୍ଲା ପାଣିକୋଇଲି ଥାନାର ଜିମା ଦେଇଥିଲା। ଆଉ ଆଜି ସକାଳେ ଆଖୁଆପଦା ସ୍ଥିତ ବୈତରଣୀ ନଦୀପଠାରୁ ଆଶାଲତାଙ୍କ ମୃତ ଶରୀର ପଡ଼ିଥିବା ଦେଖି ଗାଁ ଲୋକେ ଥାନାକୁ ଖବର ଦେଇଥିଲେ। ଭଣ୍ଡାରିପୋଖରୀ ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଜିଲ୍ଲାର ଅନ୍ୟ ଥାନାକୁ ଖବର ଦେଇଥିଲା। ଗ୍ରାମାଞ୍ଚଳ ଥାନା ପୁଲିସ ଆଶାଙ୍କ ପରିବାର ଲୋକଙ୍କ ମାଧ୍ୟମରେ ମୃତଦେହ ଚିହ୍ନଟ କରିଥିଲେ।

ଆଶା ଆତ୍ମହତ୍ୟା କରିଛନ୍ତି ନା ହତ୍ୟା କରାଯାଇଛି! ତାହା ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story