ଯୁବତୀଙ୍କ ମୃତଦେହ ଉଦ୍ଧାର: ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗ ଲିଙ୍କରୋଡ଼ ନିକଟରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗଣଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ ବୟସ ୨୦ରୁ ୨୨ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ତାଙ୍କ ପରିଚୟ ମିଳିପାରି ନାହିଁ। ଘଟଣାର ତଦନ୍ତ ପାଇଁ ବାରିପଦାରୁ ଏକ ସାଇଣ୍ଟିଫିକ୍ ଟିମ୍ ରାଇରଙ୍ଗପୁର ଯାଇଛି। ଯୁବତୀଙ୍କର ମୁହଁରେ କ୍ଷତ ଚିହ୍ନ ଥିବା ବେଳେ ପାରିପାର୍ଶିକ ସ୍ଥିତିରେ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

rairangpur

rairangpur

Rakesh Mallick
  • Published: Monday, 22 May 2017
  • Updated: 22 May 2017, 04:29 PM IST

Sports

Latest News

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗ ଲିଙ୍କରୋଡ଼ ନିକଟରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗଣଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ ବୟସ ୨୦ରୁ ୨୨ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ତାଙ୍କ ପରିଚୟ ମିଳିପାରି ନାହିଁ।

ଘଟଣାର ତଦନ୍ତ ପାଇଁ ବାରିପଦାରୁ ଏକ ସାଇଣ୍ଟିଫିକ୍ ଟିମ୍ ରାଇରଙ୍ଗପୁର ଯାଇଛି। ଯୁବତୀଙ୍କର ମୁହଁରେ କ୍ଷତ ଚିହ୍ନ ଥିବା ବେଳେ ପାରିପାର୍ଶିକ ସ୍ଥିତିରେ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story