Advertisment

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ; ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି।

Gita Patnaik
Advertisment

ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।  ମସ୍ତିଷ୍କାଘାତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବାରୁ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି।

Advertisment

ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ସେ ଏକ ସାହିତ୍ୟ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ। ସେଠାରେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷାରୁ ମସ୍ତିସ୍କାଘାତ ହୋଇଥିବା ଜଣାପଡ଼ିଲା। ପରେ କଟକର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଥିଲା। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe