ରାଉରକେଲା: ଗୋଚାଲାଣକୁ କେନ୍ଦ୍ରକରି ଷ୍ଟିଲସିଟି ରାଉରକେଲାରେ ବାରମ୍ୱାର ଉତ୍ତେଜନା ଦେଖାଦେଉଛି। ଯାହା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି । ଦିନକୁ ଦିନ ପରିସ୍ଥିତି ଜଟିଳ ହେଉଥିବାରୁ ଏହାକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଅଣ୍ଟା ଭିଡିଛି । ଏପରି ପରିସ୍ଥିତିରେ ଷ୍ଟିଲସିଟିରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୫ ପ୍ଲାଟୁନ ପୁଲିସ୍ ମୁତୟନ କରାଯିବା ସହ ପ୍ରଶାସନିକ ସ୍ତରରେ ଶାନ୍ତି କମିଟି ଗଠନ କରାଯାଇଛି । ଏ ନେଇ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଉରକେଲା ଉପଜିଲ୍ଲାପାଳ ହିମାଂଶୁ ଶେଖର ବେହେରା, ସୁନ୍ଦରଗଡ଼ ଏସପି ଆର୍. ପ୍ରକାଶଙ୍କ ସମେତ ସହରର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ସହରବାସୀଙ୍କୁ ଶାନ୍ତି ରକ୍ଷା ଲାଗି ନିବେଦନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।