ଚାଷୀଙ୍କ ସାମାଜିକ ଓ ଆର୍ଥିକ ବିକାଶ ଦିଗରେ ଓଡିଶା ଗୋମହିଷାଦି ପ୍ରଜନନ ନୀତି-୨୦୧୫ ସହାୟକ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୟଦେବ ଭବନରେ ଓଡିଶା ଗୋମହିଷାଦି ପ୍ରଜନନ ନୀତି-୨୦୧୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ରାଜ୍ୟରେ ଗୋପାଳନ ଉପରେ ନିର୍ଭର କରି ଜୀବିକା ନିର୍ବାହ କରୁଥିବା ଚାଷୀଙ୍କ ସାମାଜିକ ଓ ଆର୍ଥିକ ବିକାଶ ଦିଗରେ ଏହି ନୀତି ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଏହି ନୀତି ଦ୍ୱାରା ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ହେବ ବୋଲି ସେ କହିଛନ୍ତି। ଏଥିରେ […]

bbsr

bbsr

Rakesh Mallick
  • Published: Saturday, 05 December 2015
  • Updated: 05 December 2015, 04:27 PM IST

ଭୁବନେଶ୍ୱର: ଜୟଦେବ ଭବନରେ ଓଡିଶା ଗୋମହିଷାଦି ପ୍ରଜନନ ନୀତି-୨୦୧୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ରାଜ୍ୟରେ ଗୋପାଳନ ଉପରେ ନିର୍ଭର କରି ଜୀବିକା ନିର୍ବାହ କରୁଥିବା ଚାଷୀଙ୍କ ସାମାଜିକ ଓ ଆର୍ଥିକ ବିକାଶ ଦିଗରେ ଏହି ନୀତି ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଏହି ନୀତି ଦ୍ୱାରା ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ହେବ ବୋଲି ସେ କହିଛନ୍ତି। ଏଥିରେ ଓପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୧୫୫ଜଣ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ପ୍ରଦୀପ ମହାରଥୀ ଏବଂ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos