ଭୁବନେଶ୍ୱର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ୧୬ ତାରିଖରୁ ଖୋଲିବା ନେଇ ଏଏସ୍ଆଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏପ୍ରିଲ ୧୫ ତାରିଖରୁ ରାଜ୍ୟର ପ୍ରମୁଖ ଐତିହ୍ୟସ୍ଥଳୀ ବନ୍ଦ ରହିଛି। ଖୋଲିଲେ ବି ଐତିହ୍ୟସ୍ଥଳୀରେ ରାଜ୍ୟ ପକ୍ଷରୁ ଜାରି କଟକଣା ପାଳନ ହେବ। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍ଓପି ପାଳନ କରାଯିବ। ଆସନ୍ତା ବୁଧବାର ଠାରୁ ଓଡିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ଥିବା ପ୍ରତ୍ନତତ୍ତ୍ୱ ବିଭାଗ ଏଏସଆଇ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲାଯିବ। ଓଡ଼ିଶାରେ ପ୍ରାୟ ୮୦ଟି ଐତିହ୍ୟସ୍ଥଳୀ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।