Advertisment

ଗୋପାଳ ନଥିଲା ପାଗଳ

କ୍ରାଇମବ୍ରାଞ୍ଚ କହିଲା ସାଂଘାତିକ ସତ। ସଂପୂର୍ଣ୍ଣ ସୁସ୍ଥ ମସ୍ତିଷ୍କରେ ଚାଲାକିର ସହ ଅତି ନିକଟରୁ ଗୋପାଳ ନବ ଦାସଙ୍କୁ ହତ୍ୟା କରିଥିଲା। କୋର୍ଟରେ ଦାଖଲ ହୋଇଥିବା ଚାର୍ଜସିଟ୍ ସଂପର୍କିତ ପ୍ରେସ୍ ରିଲିଜରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛି କ୍ରାଇମବ୍ରାଞ୍ଚ।

Advertisment

ନବ ଦାସ ହତ୍ୟାକାଣ୍ଡ ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ନବ ଦାସଙ୍କୁ ହତ୍ୟା କରାଯିବାର ୧୧୮ ଦିନ ପରେ ଝାରସୁଗୁଡା ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍ ଦାଖଲ କରିଛି। ମୋଟ ୫୪୩ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି ଯେ ସଂପୂର୍ଣ୍ଣ ସୁସ୍ଥ ମସ୍ତିଷ୍କରେ ଗୋପାଳ ଏହି ହତ୍ୟାକାଣ୍ଡ ଘଟାଇଥିଲେ। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ଥିଲା।

Advertisment
Crime Branch Gopal Das Naba Das Murder
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe