ଋଷିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଋଷି କପୁର୍‌ଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ଭେଟେରାନ ଆକ୍ଟର ଋଷିଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ରିଷିଙ୍କ ବିୟୋଗ ଭାରତୀୟ ସିନେମା ପାଇଁ ବଡ଼ କ୍ଷତି ବୋଲି କହିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍। ଭାରତୀୟ ସିନେମା ଜଣେ ପ୍ରଖ୍ୟାତ ଅଭିନେତାଙ୍କୁ ହରାଇଲା। […]

rishi-2--1

rishi-2--1

Niharika Rout
  • Published: Thursday, 30 April 2020
  • Updated: 30 April 2020, 01:23 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଋଷି କପୁର୍‌ଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ଭେଟେରାନ ଆକ୍ଟର ଋଷିଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

ରିଷିଙ୍କ ବିୟୋଗ ଭାରତୀୟ ସିନେମା ପାଇଁ ବଡ଼ କ୍ଷତି ବୋଲି କହିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍। ଭାରତୀୟ ସିନେମା ଜଣେ ପ୍ରଖ୍ୟାତ ଅଭିନେତାଙ୍କୁ ହରାଇଲା। ସେ ବହୁ ସ୍ମରଣୀୟ ଫିଲ୍ମ ସହ ବଳିଷ୍ଠ ଅଭିନୟର ଛାପ ଛାଡ଼ି ଚାଲିଗଲେ ବୋଲି ନିଜ ଶୋକ ବାର୍ତ୍ତାରେ କହିଛନ୍ତି ନବୀନ।

ସୂଚନାଯୋଗ୍ୟ, ‌ମୁମ୍ବାଇସ୍ଥିତ ସାର୍‌ ଏଚ୍‌.ଏନ୍‌. ରିଲାଏନ୍ସ ଫାଉଣ୍ଡେସନ୍‌ ହସ୍ପିଟାଲ୍‌ରେ ଆଜି ଲୋକପ୍ରିୟ ଅଭିନେତା ଋଷି କପୁରଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।

ପୂର୍ବରୁ କର୍କଟ ରୋଗରେ ଆକ୍ରାନ୍ତ ଥିବା ଋଷି ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ବୁଧବାର ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଜି ତାଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story