ଭୁବନେଶ୍ୱର-କଟକ ମଧ୍ୟରେ ଚାଲିବ ମେଟ୍ରୋ : ରାଜ୍ୟପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅଭିଭାଷଣରୁ ଆଜି ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଦିବଙ୍ଗତ ପୂର୍ବତନ ସାଂସଦ, ବିଧାୟକ ଓ ସହିଦଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ଶୋକ ପ୍ରକାଶ କରିଥିଲେ। ‘ଫୋନି’ର ଭୟାବହତା ଓ କ୍ଷୟକ୍ଷତି ଜଣାଇବା ସହ ଏହାର ସଫଳ ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ସାବାସୀ ଦେଇଥିଲେ। ସେ କହିଛନ୍ତି,“ ଲୋକଙ୍କ ଭରସା ଓ ବିଶ୍ୱାସକୁ ବଜାୟ ରଖିବାକୁ ଆମେ ସଂକଳ୍ପବଦ୍ଧ। ନିର୍ବାଚନ ପୂର୍ବର ପ୍ରତିଶ୍ରୁତି ପାଳନ ପାଇଁ ସରକାର ଗଠନର […]

765

765

Tapas Behera
  • Published: Tuesday, 25 June 2019
  • Updated: 25 June 2019, 01:01 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଅଭିଭାଷଣରୁ ଆଜି ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ଦିବଙ୍ଗତ ପୂର୍ବତନ ସାଂସଦ, ବିଧାୟକ ଓ ସହିଦଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳ ଶୋକ ପ୍ରକାଶ କରିଥିଲେ। ‘ଫୋନି’ର ଭୟାବହତା ଓ କ୍ଷୟକ୍ଷତି ଜଣାଇବା ସହ ଏହାର ସଫଳ ମୁକାବିଲା ନେଇ ରାଜ୍ୟ ସରକାରଙ୍କୁ ସାବାସୀ ଦେଇଥିଲେ।

ସେ କହିଛନ୍ତି,“ ଲୋକଙ୍କ ଭରସା ଓ ବିଶ୍ୱାସକୁ ବଜାୟ ରଖିବାକୁ ଆମେ ସଂକଳ୍ପବଦ୍ଧ। ନିର୍ବାଚନ ପୂର୍ବର ପ୍ରତିଶ୍ରୁତି ପାଳନ ପାଇଁ ସରକାର ଗଠନର ପ୍ରଥମ ଦିନରୁ ହିଁ କାମ ଆରମ୍ଭ ହୋଇଛି। କାଳିଆ ଯୋଜନାରେ ଭୂମିହୀନ, ଭାଗଚାଷୀଙ୍କୁ ସାମିଲ କରାଯାଇଛି। କୃଷିର ବିକାଶ ଓ କୃଷକ ସଶକ୍ତୀକରଣ ଆମର ମୂଳ ଲକ୍ଷ୍ୟ। ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ ୫ ହଜାର କୋଟିର କାମ ମିଳିବ। ହାଇସ୍କୁଲରେ ଆଇଟି ଲ୍ୟାବ ହେବ। ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ୱାଇଫାଇ ହେବ। ଶିଳ୍ପରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯାଉଛି। ଭୁବନେଶ୍ୱରରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ବିକଶିତ ହୋଇଛି। ସୁନ୍ଦରଗଡ଼ରେ ବିଶ୍ୱସ୍ତରୀୟ ହକି ଖେଳାଳି ପାଇଁ ଆଷ୍ଟ୍ରୋଟର୍ଫ କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସହାୟତା ରାଶି ବୃଦ୍ଧି କରାଯାଇଛି। ମହିଳାମାନଙ୍କ ସ୍ୱାସ୍ଥ୍ୟ ସହାୟତା ରାଶି ୭ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି କରାଯାଇଛି।”

ସେ ଆହୁରି କହିଛନ୍ତି,“ ଭୁବନେଶ୍ୱର-କଟକ ଦ୍ୱୈତ ନଗରୀକୁ ମେଟ୍ରୋ ରେଳ ଦ୍ୱାରା ଯୋଡ଼ିବାକୁ ଉଦ୍ୟମ ହେବ। ଏଥିସହ ପୁରୀ ଏକ ବିଶ୍ୱ ଐତିହ୍ୟ ନଗରୀ ରୂପେ ପରିଗଣିତ ହେବ। ରାଜ୍ୟର ସମସ୍ତ କଚ୍ଚା ଘରକୁ ପକ୍କା କରିବାକୁ ଉଦ୍ୟମ ଜାରି ରହିଛି। ବୃଦ୍ଧବୃଦ୍ଧା, ବିଧବା, ଭିନ୍ନକ୍ଷମଙ୍କ ଭତ୍ତା ରାଶି ବୃଦ୍ଧି କରାଯାଇଛି। ଏମଏସଏମଇର ବିକାଶ ପାଇଁ ସ୍ୱତନ୍ତ୍ର କରିଡ଼ର ସ୍ଥାପନ କରାଯାଇଛି। ୫ଟି ମ୍ୟୁନିସପାଲ କର୍ପୋରେସନକୁ ସ୍ମାର୍ଟ ସିଟି ପାଇଁ ଉଦ୍ୟମ ଚାଲିଛି। କଟକକୁ ଐତିହ୍ୟ ସହରରେ ପରିଣତ କରିବାକୁ ଉଦ୍ୟମ ଆରମ୍ଭ କରାଯାଇଛି ବୋଲି ରାଜ୍ୟପାଳ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story