୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ, କେଉଁଠି କିଏ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୬ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ।ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଫକୀର ମୋହନ ବିଶ୍ୱବିଦ୍ୟାଳୟ ପାଇଁ ଦୀନବନ୍ଧୁ ସାହୁ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପାଇଁ ଏନ୍‌. ନାଗରାଜୁ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପାଇଁ କିଶୋର ବାସା ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପାଇଁ ପ୍ରଫୁଲ୍ଲ ମହାନ୍ତିଙ୍କୁ କୁଳପତି ଭାବେ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି। […]

utkal

utkal

Manoranjan Sial
  • Published: Monday, 23 November 2020
  • Updated: 23 November 2020, 07:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୬ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ।ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଫକୀର ମୋହନ ବିଶ୍ୱବିଦ୍ୟାଳୟ ପାଇଁ ଦୀନବନ୍ଧୁ ସାହୁ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପାଇଁ ଏନ୍‌. ନାଗରାଜୁ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପାଇଁ କିଶୋର ବାସା ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପାଇଁ ପ୍ରଫୁଲ୍ଲ ମହାନ୍ତିଙ୍କୁ କୁଳପତି ଭାବେ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି। ଦାୟିତ୍ୱ ଗ୍ରହଣ କରିବା ଦିନଠୁ ୪ ବର୍ଷ ପର୍ଯ୍ୟନ୍ତ ଅବା ଅନ୍ୟଦେଶ ପର୍ଯ୍ୟନ୍ତ ସେମାନେ ଏହି ପଦବୀରେ ରହିବେ।

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କଲେଜ୍ ଅଫ ଡେଭଲପମେଣ୍ଟ କାଉନସିଲର ନିର୍ଦ୍ଦେଶକ ଓ ହୋମସାଇନ୍ସ ପ୍ରଫେସର ଭାବେ ଅଧ୍ୟାପନାରେ ୩୭ବର୍ଷର ଅଭିଜ୍ଞତା ରହିଛି।

ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତି ପ୍ରଫେସର ସବିତା ଆଚର୍ଯ୍ୟଙ୍କର ଅଧ୍ୟାପନାରେ ୩୧ବର୍ଷର ଅଭିଜ୍ଞତା ରହିଛି। ସେ ଉତ୍କଳ ବିଶ୍ୱବିଦ୍ୟାଳୟର ଆନ୍ଥୋପୋଲୋଜି ବିଭାଗର ପ୍ରଫେସର ଓ ପୋଷ୍ଟଗ୍ରାଜୁଏଟ କାଉନସିଲର ପୂର୍ବତନ ଚେୟାରମ୍ୟାନ୍ ଭାବେ କାର୍ଯ୍ୟ କରିସାରିଛନ୍ତି। ସେହିପରି ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଦୀନବନ୍ଧୁ ସାହୁ ଏବେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି ଓ ତାଙ୍କର ଅଧ୍ୟାପନାରେ ୨୬ବର୍ଷର ଅଭିଜ୍ଞତା ରହିଛି।

ସେହିପର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଏନ.ନାଗାରାଜୁ ଏବେ କର୍ଣ୍ଣାଟକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଇଂରାଜୀ ପ୍ରଫେସର ଭାବେ କାର୍ଯ୍ୟରତ ଅଛନ୍ତି। ତାଙ୍କର ୩୪ବର୍ଷର ଅଭିଜ୍ଞତା ମଧ୍ୟ ରହିଛି। ସେହିପରି ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତି ପ୍ରଫେସର କିଶୋର କୁମାର ବାସାଙ୍କର ଅଧ୍ୟାପନାରେ ୩୮ବର୍ଷର ଅଭିଜ୍ଞତା ରହିଛି। ସେ ଭାରତ ସରକାରଙ୍କ ସଂସ୍କୃତି ବିଶ୍ୱବିଦ୍ୟାଳୟର ଟାଗୋର ନେସନାଲ ଫେଲୋରୁ ପ୍ରଫେସର ଭାବେ ଅବସର ନେଇଛନ୍ତି।

ସେହିପରି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତିଙ୍କର ଅଧ୍ୟାପନାରେ ୩୫ବର୍ଷର ଅଭିଜ୍ଞତା ରହିଛି ଓ ସେ ଜୁଓଲୋଜି ବିଭାଗର ପୂର୍ବତନ ପ୍ରଫେସର ମଧ୍ୟ। ଏହି ସମସ୍ତ ନବନିଯୁକ୍ତ କୁଳପତିମାନେ ଚଳିତମାସ ଶେଷସୁଦ୍ଧା ନିଜର ନୂଆ ଦାୟିତ୍ୱ ଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ପତ୍ନୀଙ୍କ ବିୟୋଗ ସତ୍ତ୍ୱେ ସେ ଏହି ୬ଟି ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story