/odisha-reporter/media/post_attachments/uploads/2020/11/GANESI-LALA.jpg)
GANESI-LALA
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ରାଜ୍ୟପାଳଙ୍କ ଟୁଇଟର ପେଜ୍ରେ ସୂଚନା ଦିଆଯାଇଛି ।
Advertisment
Hon'ble Governor and first lady have tested corona positive and have advised all who have come in close contact recently to get themselves tested.
— Governor Odisha (@GovernorOdisha) November 2, 2020
ଏଥିସହ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ପରୀକ୍ଷା କରାଇ ନେବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି। ରାଜ୍ୟପାଳ କରୋନା ପଜିଟିଭ୍ ଜାଣିବା ପରେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
