Advertisment

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ରାଜ୍ୟପାଳଙ୍କ ଟୁଇଟର ପେଜ୍‌ରେ ସୂଚନା ଦିଆଯାଇଛି । Hon’ble Governor and first lady have tested corona positive and have advised all who have come in close contact recently to get themselves tested. — Governor Odisha (@GovernorOdisha) November […]

ଅଦ୍ୟତନ ହୋଇଛି
ରାଜ୍ୟପାଳଙ୍କୁ କରୋନା

GANESI-LALA

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ରାଜ୍ୟପାଳଙ୍କ ଟୁଇଟର ପେଜ୍‌ରେ ସୂଚନା ଦିଆଯାଇଛି ।

Advertisment

ଏଥିସହ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ପରୀକ୍ଷା କରାଇ ନେବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି। ରାଜ୍ୟପାଳ କରୋନା ପଜିଟିଭ୍ ଜାଣିବା ପରେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe