Advertisment

ସକାଳୁଆ ସ୍କୁଲ୍‌ ସମୟରେ ପରିବର୍ତ୍ତନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଏପ୍ରିଲ୍‌ ୨ ତାରିଖରୁ ସକାଳୁଆ ସ୍କୁଲ୍ କରିବା ପାଇଁ ଗତକାଲି ସରକାର ଘୋଷଣା କରିଥିବା ବେଳେ ଆଜି ଏହାର ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଗତକାଲି କୁହାଯାଇଥିଲେ ଯେ ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ତେବେ ଏଥିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ନୂଆ ନିଷ୍ପତ୍ତି […]

ଅଦ୍ୟତନ ହୋଇଛି
ସକାଳୁଆ ସ୍କୁଲ୍‌ ସମୟରେ ପରିବର୍ତ୍ତନ

Students

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଏପ୍ରିଲ୍‌ ୨ ତାରିଖରୁ ସକାଳୁଆ ସ୍କୁଲ୍ କରିବା ପାଇଁ ଗତକାଲି ସରକାର ଘୋଷଣା କରିଥିବା ବେଳେ ଆଜି ଏହାର ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।

Advertisment

ଗତକାଲି କୁହାଯାଇଥିଲେ ଯେ ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ତେବେ ଏଥିରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।

ନୂଆ ନିଷ୍ପତ୍ତି ଅନୁଯାୟୀ, ଏପ୍ରିଲ୍ ୨ ତାରିଖରୁ ୬ଟା ୩୦ରୁ ୧୦ଟା ୩୦ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢ଼ା ହେବ। ସେହିପରି ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠପଢ଼ା ହେବ।

Advertisment

ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ୍‌ ଗୁଡ଼ିକୁ ସକାଳୁଆ କରାଯାଇଛି। ଏବେ ରାଜ୍ୟରେ କିଛି ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଡେଇଁ ଗଲାଣି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe