Advertisment

ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ ବଳବତ୍ତର: କୋହଳ ସମୟ ବଢ଼ିଲା, ଆଉ କ’ଣ ଖୋଲିବ ଜାଣନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଳବତ୍ତର ରହିଲା ଆଂଶିକ ଲକ୍‌ଡାଉନ୍‌। ଅଗଷ୍ଟ ୧ ତାରିଖ ଯାଏ ସରକାର ଆଂଶିକ ଲକ୍‌ଡାଉନ୍‌କୁ ବଳବତ୍ତର ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ତା’ସହିତ ନୂଆ ଗାଇଡ୍‌ ଲାଇନ୍‌ ମଧ୍ୟ ଜାରି କରାଯାଇଛି। ସେହି ସବୁ ଗାଇଡ୍‌ ଲାଇନ୍‌ ଗୁଡ଼ିକ ସଂପର୍କରେ ଚୁମ୍ବକରେ ଜାଣି ନିଅନ୍ତୁ। କ୍ୟାଟେଗୋରୀ ‘ଏ’ରେ ୨୦ ଓ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ କ୍ୟାଟେଗୋରୀ ‘ଏ’ରେ […]

ଅଦ୍ୟତନ ହୋଇଛି
ବଢ଼ିଲା ଲକ୍‌ଡାଉନ୍‌: କୋହଳ ସମୟ କମିଲା, ବାହାଘର ନିୟମ ବଦଳିଲା

lockdown

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଳବତ୍ତର ରହିଲା ଆଂଶିକ ଲକ୍‌ଡାଉନ୍‌। ଅଗଷ୍ଟ ୧ ତାରିଖ ଯାଏ ସରକାର ଆଂଶିକ ଲକ୍‌ଡାଉନ୍‌କୁ ବଳବତ୍ତର ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ତା’ସହିତ ନୂଆ ଗାଇଡ୍‌ ଲାଇନ୍‌ ମଧ୍ୟ ଜାରି କରାଯାଇଛି। ସେହି ସବୁ ଗାଇଡ୍‌ ଲାଇନ୍‌ ଗୁଡ଼ିକ ସଂପର୍କରେ ଚୁମ୍ବକରେ ଜାଣି ନିଅନ୍ତୁ।

Advertisment
  • କ୍ୟାଟେଗୋରୀ ‘ଏ’ରେ ୨୦ ଓ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ
  • କ୍ୟାଟେଗୋରୀ ‘ଏ’ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର
  • କ୍ୟାଟେଗୋରୀ ‘ଏ’ରେ ସପ୍ତାହକ ୭ ଦିନ ଖୋଲିବ ଦୋକାନ ବଜାର
  • କ୍ୟାଟେଗୋରୀ ‘ବି’ରେ ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର
  • କ୍ୟାଟେଗୋରୀ ‘ବି’ରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ
  • କ୍ୟାଟେଗୋରୀ ‘ବି’ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ
  • ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ ରହିବ
  • ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ
  • କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ
  • ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଚଳାଚଳ କରିପାରିବ
  • ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ
  • ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ
  • ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ସରକାରଙ୍କ ଅନୁମତି
  • ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ଶୁଟିଂକୁ ଅନୁମତି
  • ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ
  • ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ
  • ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ
  • ବାର୍ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ
  • କାଟେଗୋରୀ ‘ବି’ ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ
COVID Guideline Unlock Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe