‘ଫୋନି’ ପାଇଁ ଡାକ୍ତରଙ୍କ ଛୁଟି ବାତିଲ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଫୋନି’ ପାଇଁ ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ସବୁ ସରକାରୀ ଡାକ୍ତରଙ୍କ ଛୁଟି ବାତିଲ କରି ଦିଆଯାଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସେମାନେ ଛୁଟିରେ ରହିପାରିବେନି। ଆଉ ଯେଉଁମାନେ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ଏକ ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି। […]

doctor

doctor

Jitendra Garnayak
  • Published: Wednesday, 01 May 2019
  • Updated: 01 May 2019, 04:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଫୋନି’ ପାଇଁ ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ସବୁ ସରକାରୀ ଡାକ୍ତରଙ୍କ ଛୁଟି ବାତିଲ କରି ଦିଆଯାଇଛି। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସେମାନେ ଛୁଟିରେ ରହିପାରିବେନି। ଆଉ ଯେଉଁମାନେ ଛୁଟିରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନା ଏକ ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ‘ଫୋନି’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ପ୍ରଭାବିତ ହେବାକୁ ନଥିବା ଅଞ୍ଚଳର ଡାକ୍ତରମାନଙ୍କୁ ମୁତୟନ କରାଯିବ। ଆବଶ୍ୟକ ହେଲେ ମେଡିକାଲ୍ କଲେଜ୍ ଓ ହସ୍‌ପିଟାଲ୍‌ରୁ ମଧ୍ୟ ଡାକ୍ତରଙ୍କୁ ପ୍ରଭାବିତ ଅଞ୍ଚଳକୁ ପଠାଯିବ। ଆମ୍ବୁଲାନ୍ସ ସମେତ ଚିକିତ୍ସିକ ଦଳ ପ୍ରସ୍ତୁତ ରହିବେ। ମେଡିକାଲ୍ ରିଲିଫ୍ କେନ୍ଦ୍ର ଖୋଲାଯିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବ। ଡାକ୍ତରଖାନାଗୁଡ଼ିକରେ ଆବଶ୍ୟକୀୟ ଔଷଧ ଓ ସାପକାମୁଡ଼ା ଇଞ୍ଜେକ୍ସନ ଠାରୁ ଆରମ୍ଭ କରି ସାଲାଇନ୍ ଓ ହାଲୋଜେନ୍ ବଟିକା ଆଦି ମହଜୁଦ ରଖିବାକୁ କୁହାଯାଇଛି।

pratapସ୍ୱାସ୍ଥ୍ୟ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟା ପରେ ଯେପରି କୌଣସି ସ୍ଥାନରେ ମହାମାରୀ ନ ବ୍ୟାପେ ସେଥିପ୍ରତି ଧ୍ୟାନ ଦେବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

‘ଫୋନି’ ୩ ତାରିଖରେ ଓଡ଼ିଶାରେ ଲ୍ୟାଣ୍ଡଫଲ୍ କରିବ ବୋଲି କୁହାଯାଉଥିବା ବେଳେ ଏହାର ପ୍ରଭାବରେ ୨ ତାରିଖ ସକାଳୁ ବର୍ଷା ଆରମ୍ଭ ହୋଇଯିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଗତକାଲି ବର୍ଷା ହେବ। ୩ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ।

‘ଫୋନି’ ପାଇଁ ରାଜ୍ୟରେ ସତର୍କତାମୂଳକ ପଦକ୍ଷେପ ନିଆଯାଉଥିବା ବେଳେ ବାତ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଓ ରିଲିଫ୍ ବଣ୍ଟନ ପାଇଁ ବି ପ୍ରସ୍ତୁତି ଆରମ୍ଭ କରାଯାଇଛି। ୯ଟି ସ୍ଥାନରେ ଏନ୍‌ଡିଆର୍‌ଏଫ୍ ଟିମ୍‌କୁ ମୁତୟନ କରାଯାଇଥିବା ବେଳେ ୧୦ରୁ ଅଧିକ ଆଇଏଏସ୍‌ ଅଫିସରଙ୍କୁ ସ୍ୱତନ୍ତ୍ର ଭାବେ ଦାୟିତ୍ୱ ଦିଆଯାଇଛି। ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଉପକୂଳ ଓଡ଼ିଶାର ତଳୁଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଏସ୍‌ଆର୍‌ସି ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story