ଏଣିକି ଫାର୍ମାସିଷ୍ଟ ବି ଦେଇପାରିବେ ଔଷଧ, ହେଲେ କେଉଁ ରୋଗ ପାଇଁ ଜାଣି ରଖନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍ୱାସ୍ଥ୍ୟ ସମସ୍ୟା ରାଜ୍ୟର ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବିଭିନ୍ନ ଅଞ୍ଚଳରେ ସ୍ୱାସ୍ଥ୍ୟକେନ୍ଦ୍ର ଥିଲେ ମଧ୍ୟ ଡାକ୍ତର ପଦବୀ ଖାଲି ପଡ଼ୁଛି। ସେହିପରି କେଉଁଠି ଜଣେ ଲେଖାଏଁ ଡାକ୍ତର ରହୁଛନ୍ତି। ଆଉ ସେମାନଙ୍କ ଅନୁପସ୍ଥିତିରେ ଅତି ସାମାନ୍ୟ ରୋଗ ପାଇଁ ବି ରୋଗୀମାନେ ଚିକିତ୍ସା ସେବାରୁ ବଞ୍ଚିତ ହେଉଛନ୍ତି। ଏଭଳି ସବୁ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ, […]

pharmacist

pharmacist

Niharika Rout
  • Published: Thursday, 23 September 2021
  • Updated: 23 September 2021, 10:42 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍ୱାସ୍ଥ୍ୟ ସମସ୍ୟା ରାଜ୍ୟର ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବିଭିନ୍ନ ଅଞ୍ଚଳରେ ସ୍ୱାସ୍ଥ୍ୟକେନ୍ଦ୍ର ଥିଲେ ମଧ୍ୟ ଡାକ୍ତର ପଦବୀ ଖାଲି ପଡ଼ୁଛି। ସେହିପରି କେଉଁଠି ଜଣେ ଲେଖାଏଁ ଡାକ୍ତର ରହୁଛନ୍ତି। ଆଉ ସେମାନଙ୍କ ଅନୁପସ୍ଥିତିରେ ଅତି ସାମାନ୍ୟ ରୋଗ ପାଇଁ ବି ରୋଗୀମାନେ ଚିକିତ୍ସା ସେବାରୁ ବଞ୍ଚିତ ହେଉଛନ୍ତି। ଏଭଳି ସବୁ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି।

ଏହି ନିର୍ଦ୍ଦେଶନାମା ଅନୁଯାୟୀ, ଏଣିକି ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତ ଫାର୍ମାସିଷ୍ଟମାନେ ରୋଗୀମାନଙ୍କୁ ଔଷଧ ଦେଇପାରିବେ। ଡାକ୍ତରଙ୍କ ଅନୁପସ୍ଥିତିରେ ସେମାନେ ରୋଗୀମାନଙ୍କୁ ଔଷଧ ଦେଇପାରିବେ। ତେବେ ଗୁରୁତର ରୋଗ ନୁହେଁ, କେବଳ ସାମାନ୍ୟ ରୋଗ ପାଇଁ ଔଷଧ ଦେବାକୁ ସେମାନଙ୍କୁ ମିଳିଛି ଅନୁମତି। ଫାର୍ମାସିଷ୍ଟଙ୍କୁ ଏପରି ରୋଗ ନିମନ୍ତେ ଔଷଧ ଦେବାକୁ ଅନୁମତି ମିଳିଛି, ଯାହାଦ୍ୱାରା ରୋଗୀଙ୍କ ଜୀବନ ପ୍ରତି ବିପଦ ରହିବ ନାହିଁ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶିତ ଏହି ନିର୍ଦ୍ଦେଶନାମାରେ କେଉଁ ରୋଗ ପାଇଁ ଫାର୍ମାସିଷ୍ଟମାନେ କେଉଁ ଔଷଧ ଦେବେ ତାହାର ଏକ ତାଲିକା ବି ପ୍ରକାଶ ପାଇଛି। ଏଥିରେ ରୋଗର ନାଁ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। ମୁଖ୍ୟତଃ ଜ୍ୱର, ମାଲେରିଆଠୁ ଆରମ୍ଭ କରି ଚର୍ମରୋଗ, ଝାଡ଼ାବାନ୍ତି ଓ କୃମି ସମସ୍ୟା ଥିଲେ ତଥା କେହି ସାମାନ୍ୟ ଆହତ ହୋଇଥିଲେ, ଫାର୍ମାସିଷ୍ଟମାନେ ଔଷଧ ଦେଇପାରିବେ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ।

[caption id="attachment_678149" align="alignnone" width="650"]govt order ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରକାଶିତ ନିର୍ଦ୍ଦେଶନାମା।[/caption]

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story