ବଢ଼ିଲା ବସ୍ ଭଡ଼ା
ଭୁବନେଶ୍ବର (ଓଡ଼ିଶା ରିପୋର୍ଟର): ସରକାର ବସ୍ ଭଡ଼ା ବଢ଼ାଇ ଦେଇଛନ୍ତି। ତେଲ ଦର ବଢ଼ିଥିବାରୁ ବସ୍ ଭଡ଼ା ବଢ଼ା ଯାଇଛି। ଅର୍ଡିନାରୀ ବସ୍ ଭଡ଼ା ୭୨ରୁ ବଢ଼ି ୭୩ ପଇସା ହୋଇଥିବା ବେଳେ ଏକ୍ସପ୍ରେସ ଭଡ଼ା କିମି ୭୫ ପଇସାରୁ ବଢ଼ି ୭୬ ପଇସା ହୋଇଛି। ଡିଲକ୍ସ ବସ୍ ଭଡ଼ା ୧ ଟଙ୍କା ୦୫ରୁ ବଢ଼ି ୧ ଟଙ୍କା ୦୭ ହୋଇଥିବା ବେଳେ ଏସି ଡିଲକ୍ସ କିମି ପିଛା ୧ଟଙ୍କା ୨୭ରୁ ବଢ଼ି ୧ଟଙ୍କା ୨୯ ହୋଇଛି।