ହକି ପାଇଁ ସରକାରୀ ଛୁଟି; ଅଫିସ୍‌, ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୁଷ ହକି ବିଶ୍ୱକପ୍ ପାଇଁ ସରକାର ଛୁଟି ଘୋଷଣା କରିଛନ୍ତି। ୨୭ ତାରିଖରେ ଭୁବନେଶ୍ୱରରେ ଉଦ୍‌ଘାଟନୀ ଉତ୍ସବ ହେବାକୁ ଥିବା ବେଳେ ଏହି ଦିନ ରାଜଧାନୀର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସେହିପରି ଏହି ଦିନ ରାଜ୍ୟର ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ଅପରାହ୍ନ ସାଢ଼େ ଗୋଟେରୁ ଛୁଟି ହୋଇଯିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ସାଢ଼େ ଗୋଟେରୁ ଛୁଟି ହୋଇଯିବ। ୨୮ ତାରିଖରେ କଟକରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। […]

hockey

hockey

Jitendra Garnayak
  • Published: Monday, 26 November 2018
  • Updated: 26 November 2018, 03:11 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୁଷ ହକି ବିଶ୍ୱକପ୍ ପାଇଁ ସରକାର ଛୁଟି ଘୋଷଣା କରିଛନ୍ତି। ୨୭ ତାରିଖରେ ଭୁବନେଶ୍ୱରରେ ଉଦ୍‌ଘାଟନୀ ଉତ୍ସବ ହେବାକୁ ଥିବା ବେଳେ ଏହି ଦିନ ରାଜଧାନୀର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ସେହିପରି ଏହି ଦିନ ରାଜ୍ୟର ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ଅପରାହ୍ନ ସାଢ଼େ ଗୋଟେରୁ ଛୁଟି ହୋଇଯିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ସାଢ଼େ ଗୋଟେରୁ ଛୁଟି ହୋଇଯିବ।

୨୮ ତାରିଖରେ କଟକରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହେବ। ଏହି ଦିନ ସହରର ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ ଅଫିସ୍‌ ସାଢ଼େ ଗୋଟେରୁ ବନ୍ଦ ରହିବ।

ହକି ଛୁଟି ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story