ଏଣିକି ଶତପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସରକାରୀ ଅଫିସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମିତ ମାମଲା ହ୍ରାସ ପାଉଥିବାବେଳେ ରାଜ୍ୟ ସରକାର ଫେବୃୟାରୀ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ ଜାରି କରିଛନ୍ତି। ଜାନୁୟାରୀ ମାସ ତୁଳନାରେ ଫେବୃୟାରୀ ମାସ ପାଇଁ ନିୟମରେ କେତେକ କୋହଳ କରି ସମସ୍ତ ସରକାରୀ ଅଫିସ ଏଣିକି ଶତପ୍ରତିଶତ କର୍ମଚାରୀରେ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ ସବଅର୍ଡିନେଟ୍ ଅଫିସଗୁଡ଼ିକ ଫେବୃୟାରୀ ୧ରୁ ଶତପ୍ରତିଶତ […]

Office

Office

Ordigital Desk
  • Published: Monday, 31 January 2022
  • Updated: 31 January 2022, 09:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମିତ ମାମଲା ହ୍ରାସ ପାଉଥିବାବେଳେ ରାଜ୍ୟ ସରକାର ଫେବୃୟାରୀ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ ଜାରି କରିଛନ୍ତି। ଜାନୁୟାରୀ ମାସ ତୁଳନାରେ ଫେବୃୟାରୀ ମାସ ପାଇଁ ନିୟମରେ କେତେକ କୋହଳ କରି ସମସ୍ତ ସରକାରୀ ଅଫିସ ଏଣିକି ଶତପ୍ରତିଶତ କର୍ମଚାରୀରେ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ ସବଅର୍ଡିନେଟ୍ ଅଫିସଗୁଡ଼ିକ ଫେବୃୟାରୀ ୧ରୁ ଶତପ୍ରତିଶତ କର୍ମଚାରୀରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବ। ତେବେ ଅଫିସଗୁଡ଼ିକରେ କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି। ଯାହାଫଳରେ ସଂକ୍ରମଣ ବ୍ୟାପିବାକୁ ରୋକାଯାଇପାରିବ । ଏନେଇ ରାଜ୍ୟ ସରକାର ୨୦୨୦ ଜୁନ୍ ୮ତାରିଖରେ ଜାରି କରିଥିବା ନିର୍ଦ୍ଦେଶନାମାକୁ ପାଳନ କରିବା ପାଇଁ ପରାମର୍ଶ ଦିଆଯାଇଛି । ଯେଉଁ କର୍ମଚାରୀମାନେ କୋଭିଡ୍ ସଂକ୍ରମିତ ହେବେ ସେମାନେ ୨୦୨୨ ଜାନୁୟାରୀ ୩୧ତାରିଖର ସଂଶୋଧିତ ନିର୍ଦ୍ଦେଶନାମା ଅନୁସାରେ ଛୁଟିରେ ରହିପାରିବେ ବୋଲି ସାଧାରଣ ପ୍ରଶାସନ ବିଭାଗ କହିଛି।

ସୂଚନାଯୋଗ୍ୟ, ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ଫେବୃୟାରୀ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ ଜାରି କରି ନାଇଟ୍ କର୍ଫ୍ୟୁ ଅବଧିକୁ ରାତି ୧୦ରୁ ସକାଳ ୫ଟା ପର୍ଯ୍ୟନ୍ତ ହ୍ରାସ କରିଛନ୍ତି। ଏହା ସହିତ ଶିକ୍ଷାନୁଷ୍ଠାନଗୁଡ଼ିକରେ କମ୍ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନେଇ ସରସ୍ୱତୀ ପୂଜା କରିବାକୁ ମଧ୍ୟ ଅନୁମତି ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story