‘ରିପୋର୍ଟ ଆସିବା ଯାଏ ସାମ୍ପଲ ଦେଉଥିବା ଲୋକ କ୍ୱାରେଣ୍ଟାଇନ୍‌ ରହିବେ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍‌ ଟେଷ୍ଟିଂ ପ୍ରକ୍ରିୟା ବ୍ୟବସ୍ଥିତ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସବୁ ଜିଲ୍ଲାପାଳ ଓ CDMOମାନଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ACS ପ୍ରଦୀପ୍ତ କୁମାର ମହାପାତ୍ର। ଟେଷ୍ଟିଂ ସେଣ୍ଟରରେ ସାମ୍ପଲ ସଂଗ୍ରହ ବେଳେ ସାମାଜିକ ଦୂରତ୍ୱ ରଖିବା ବାଞ୍ଛନୀୟ। ରିପୋର୍ଟ ଆସିବା ଯାଏ ସାମ୍ପଲ ଦେଉଥିବା ଲୋକକୁ କ୍ୱାରେଣ୍ଟାଇନ୍‌ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଦିନ RTPCR ସାମ୍ପଲ ସଂଗ୍ରହ କରାଯିବ, ସେହିଦିନ ଲ୍ୟାବକୁ ପଠାଅ। ସାମ୍ପଲ ଦେଉଥିବା ଲୋକକୁ ରେଜଲ୍ଟ […]

corona

corona

Manoranjan Sial
  • Published: Thursday, 29 April 2021
  • Updated: 29 April 2021, 05:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍‌ ଟେଷ୍ଟିଂ ପ୍ରକ୍ରିୟା ବ୍ୟବସ୍ଥିତ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସବୁ ଜିଲ୍ଲାପାଳ ଓ CDMOମାନଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ACS ପ୍ରଦୀପ୍ତ କୁମାର ମହାପାତ୍ର। ଟେଷ୍ଟିଂ ସେଣ୍ଟରରେ ସାମ୍ପଲ ସଂଗ୍ରହ ବେଳେ ସାମାଜିକ ଦୂରତ୍ୱ ରଖିବା ବାଞ୍ଛନୀୟ। ରିପୋର୍ଟ ଆସିବା ଯାଏ ସାମ୍ପଲ ଦେଉଥିବା ଲୋକକୁ କ୍ୱାରେଣ୍ଟାଇନ୍‌ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଦିନ RTPCR ସାମ୍ପଲ ସଂଗ୍ରହ କରାଯିବ, ସେହିଦିନ ଲ୍ୟାବକୁ ପଠାଅ। ସାମ୍ପଲ ଦେଉଥିବା ଲୋକକୁ ରେଜଲ୍ଟ ଯଥାଶୀଘ୍ର ଜଣାନ୍ତୁ। ପଜିଟିଭ ରିପୋର୍ଟ ଆସିଥିବା ଲୋକକୁ ତୁରନ୍ତ ଆଇସୋଲେଟ ପାଇଁ କହିଲେ ACS ପ୍ରଦୀପ୍ତ କୁମାର ମହାପାତ୍ର।

ଓଡ଼ିଶାରେ ଭୟଙ୍କର ହେଲାଣି କରୋନା। ଏଠାରୁ ପ୍ରତିଦିନ ୫୦୦୦ରୁ ଅଧିକ ଲୋକ ଆକ୍ରାନ୍ତ ହେଉଥିବା ବେଳେ ୧୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ଆଜି ସମଗ୍ର ରାଜ୍ୟରେ ୬୯୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟାଇନ୍‌ରେ ୪୦୫୪ ଜଣ ଥିବା ବେଳେ ୨୯୪୪ ଜଣ ଲୋକାଲ୍‌ କେସ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି କଟକରୁ ୫୧୭, ସୁନ୍ଦରଗଡ଼ରୁ ୪୭୪, ନୂଆପଡ଼ାରୁ ୪୨୦, ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୋଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧, ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡ଼ରୁ ୧୨୧, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୪, ବୌଦ୍ଧରୁ ୬୫ ଓ ଷ୍ଟେଟ୍ ପୁଲ୍‌ରୁ  ୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story