କମିଲା ଭଡ଼ା, ଜାଣନ୍ତୁ କେଉଁ ବସ୍‌ ପାଇଁ କେତେ ଦେବେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କମିଲା ବସ୍‌ ଭଡ଼ା। ତେଲ ଦର କମିବାରୁ ହ୍ରାସ ପାଇଛି ବସ୍ ଭଡ଼ା। ବିଭିନ୍ନ ବସ୍ ସେବା ପାଇଁ ଭଡ଼ା ହ୍ରାସ କରାଯାଇଛି। ଅର୍ଡିନାରୀ ବସ୍ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିଲା। ଏବେ ଏହା ହ୍ରାସ ପାଇ ୮୭ ପଇସା ହୋଇଛି। ଏକ୍ସପ୍ରେସ ବସ୍‌ର ଭଡ଼ା କିଲୋମିଟର ପିଛା ୯୬ ପଇସା ଥିବା ବେଳେ ଏବେ ଏହା ୯୧ ପଇସାକୁ ଖସିଛି। ଡିଲକ୍ସ ବସ୍‌ ଭଡ଼ା ବି କମିଛି। […]

Bus

Bus

Jitendra Garnayak
  • Published: Saturday, 06 November 2021
  • Updated: 06 November 2021, 05:36 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କମିଲା ବସ୍‌ ଭଡ଼ା। ତେଲ ଦର କମିବାରୁ ହ୍ରାସ ପାଇଛି ବସ୍ ଭଡ଼ା। ବିଭିନ୍ନ ବସ୍ ସେବା ପାଇଁ ଭଡ଼ା ହ୍ରାସ କରାଯାଇଛି।

ଅର୍ଡିନାରୀ ବସ୍ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିଲା। ଏବେ ଏହା ହ୍ରାସ ପାଇ ୮୭ ପଇସା ହୋଇଛି। ଏକ୍ସପ୍ରେସ ବସ୍‌ର ଭଡ଼ା କିଲୋମିଟର ପିଛା ୯୬ ପଇସା ଥିବା ବେଳେ ଏବେ ଏହା ୯୧ ପଇସାକୁ ଖସିଛି।

ଡିଲକ୍ସ ବସ୍‌ ଭଡ଼ା ବି କମିଛି। ପୂର୍ବରୁ ଡିଲକ୍ସ ବସ୍ ଭଡ଼ା କିଲୋମିଟର ପ୍ରତି ୧ଟଙ୍କା ୩୫ ପଇସା ଥିବା ବେଳେ ଏବେ ଏହା ୧ ଟଙ୍କା ୨୫ ପଇସା ହୋଇଛି। ଏସି ଡିଲକ୍ସର ଭଡ଼ା କିମି ପିଛା ୧ଟଙ୍କା ୬୩ ପଇସାରୁ କମି ୧ ଟଙ୍କା ୫୩ ପଇସା ହୋଇଛି।  ସୁପର ପ୍ରିମିୟମ ବସ୍‌ର ଭଡ଼ା କିମି ପିଛା ୨ ଟଙ୍କା ୫୩ ପଇସା ଥିବା ବେଳେ ଏହା ୨ ଟଙ୍କା ୩୮ ପଇସାକୁ ଖସିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story