ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କମିଲା ବସ୍ ଭଡ଼ା। ତେଲ ଦର କମିବାରୁ ହ୍ରାସ ପାଇଛି ବସ୍ ଭଡ଼ା। ବିଭିନ୍ନ ବସ୍ ସେବା ପାଇଁ ଭଡ଼ା ହ୍ରାସ କରାଯାଇଛି।
ଅର୍ଡିନାରୀ ବସ୍ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିଲା। ଏବେ ଏହା ହ୍ରାସ ପାଇ ୮୭ ପଇସା ହୋଇଛି। ଏକ୍ସପ୍ରେସ ବସ୍ର ଭଡ଼ା କିଲୋମିଟର ପିଛା ୯୬ ପଇସା ଥିବା ବେଳେ ଏବେ ଏହା ୯୧ ପଇସାକୁ ଖସିଛି।
ଡିଲକ୍ସ ବସ୍ ଭଡ଼ା ବି କମିଛି। ପୂର୍ବରୁ ଡିଲକ୍ସ ବସ୍ ଭଡ଼ା କିଲୋମିଟର ପ୍ରତି ୧ଟଙ୍କା ୩୫ ପଇସା ଥିବା ବେଳେ ଏବେ ଏହା ୧ ଟଙ୍କା ୨୫ ପଇସା ହୋଇଛି। ଏସି ଡିଲକ୍ସର ଭଡ଼ା କିମି ପିଛା ୧ଟଙ୍କା ୬୩ ପଇସାରୁ କମି ୧ ଟଙ୍କା ୫୩ ପଇସା ହୋଇଛି। ସୁପର ପ୍ରିମିୟମ ବସ୍ର ଭଡ଼ା କିମି ପିଛା ୨ ଟଙ୍କା ୫୩ ପଇସା ଥିବା ବେଳେ ଏହା ୨ ଟଙ୍କା ୩୮ ପଇସାକୁ ଖସିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।