ନିଲମ୍ବନ ହଟିଲା, ହେଲେ ବରଗଡ଼ ଜିଲ୍ଲାପାଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଇକୋର୍ଟଙ୍କ ଆଦେଶ ଅବମାନନା କରି ସରକାରୀ ଚାକିରିରୁ ନିଲମ୍ବିତ ହୋଇଥିବା ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ରାଜ୍ୟ ସରକାର ଆଜି ବରଗଡ଼ର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି। ହାଇକୋର୍ଟରେ ସେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିବା ପରେ ହାଇକୋର୍ଟଙ୍କ ପରାମର୍ଶରେ ରାଜ୍ୟ ସରକାର ଶ୍ରୀ ପ୍ରଧାନଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିବା ସହ ଅନ୍ୟ ଜିଲ୍ଲାରେ ନିଯୁକ୍ତି ଦେଇଛନ୍ତି। ଏହାସହିତ ବରିଷ୍ଠ ଓଏଏସ୍ ସରୋଜ କୁମାର ସାମଲଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି […]

JYOTIRANJAN

JYOTIRANJAN

Jitendra Garnayak
  • Published: Thursday, 22 August 2019
  • Updated: 22 August 2019, 09:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଇକୋର୍ଟଙ୍କ ଆଦେଶ ଅବମାନନା କରି ସରକାରୀ ଚାକିରିରୁ ନିଲମ୍ବିତ ହୋଇଥିବା ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ରାଜ୍ୟ ସରକାର ଆଜି ବରଗଡ଼ର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି। ହାଇକୋର୍ଟରେ ସେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିବା ପରେ ହାଇକୋର୍ଟଙ୍କ ପରାମର୍ଶରେ ରାଜ୍ୟ ସରକାର ଶ୍ରୀ ପ୍ରଧାନଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରିବା ସହ ଅନ୍ୟ ଜିଲ୍ଲାରେ ନିଯୁକ୍ତି ଦେଇଛନ୍ତି। ଏହାସହିତ ବରିଷ୍ଠ ଓଏଏସ୍ ସରୋଜ କୁମାର ସାମଲଙ୍କୁ ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବରିଷ୍ଠ ଓଏଏସ୍ ଅଫିସର ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରି ତାଙ୍କୁ ବରଗଡ଼ ଜିଲ୍ଲାପାଳ ଭାବେ ବଦଳି କରାଯାଇଥିବା ବେଳେ ବରଗଡ଼ରେ ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ୍ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ହୋଇଛନ୍ତି । ସରୋଜ କୁମାର ସାମଲ ଏବେ ଓଡ଼ିଶା ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ବରିଷ୍ଠ ଓଏଏସ୍ ଅଫିସର ଡଃ ବନାନୀ ମହାନ୍ତିଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ, ସନ୍ତୋଷୀ ସାହୁଙ୍କୁ ରାଜସ୍ୱ ପର୍ଷଦରେ ଯୁଗ୍ମ ସଚିବ ଏବଂ ବିଶ୍ୱରଞ୍ଜନ ରଥଙ୍କୁ ସୁନ୍ଦରଗଡ଼ ଡିଆରଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story