ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ବ୍ରିଟେନରୁ ଆସିଥିବା ୪୩ ଜଣଙ୍କ ତଥ୍ୟ ପ୍ରଦାନ କଲେ। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଫେରିଥିବା ଲୋକଙ୍କ ତଥ୍ୟ ଦେଲେ ସରକାର। ସବୁ ଜିଲ୍ଲାପାଳ ଏବଂ ସିଡିଏମ୍ଓ ମାନଙ୍କୁ ତାଲିକା ଦେଲେ ସ୍ୱାସ୍ଥ୍ୟ ACS। ଆସିଥିବା ଲୋକଙ୍କ RT-PCR ଟେଷ୍ଟ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂପୃକ୍ତ ଲୋକଙ୍କ କଣ୍ଟା ଟ୍ରେସିଂ, ସର୍ଭେଲାନ୍ସ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ବ୍ରିଟେନ୍‌ରୁ ସିଧାସଳଖ କିମ୍ବା ବ୍ରିଟେନ […]

4bn

4bn

Tapas Behera
  • Published: Thursday, 24 December 2020
  • Updated: 24 December 2020, 07:11 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ବ୍ରିଟେନରୁ ଆସିଥିବା ୪୩ ଜଣଙ୍କ ତଥ୍ୟ ପ୍ରଦାନ କଲେ। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଫେରିଥିବା ଲୋକଙ୍କ ତଥ୍ୟ ଦେଲେ ସରକାର। ସବୁ ଜିଲ୍ଲାପାଳ ଏବଂ ସିଡିଏମ୍ଓ ମାନଙ୍କୁ ତାଲିକା ଦେଲେ ସ୍ୱାସ୍ଥ୍ୟ ACS।

ଆସିଥିବା ଲୋକଙ୍କ RT-PCR ଟେଷ୍ଟ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂପୃକ୍ତ ଲୋକଙ୍କ କଣ୍ଟା ଟ୍ରେସିଂ, ସର୍ଭେଲାନ୍ସ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ବ୍ରିଟେନ୍‌ରୁ ସିଧାସଳଖ କିମ୍ବା ବ୍ରିଟେନ ଦେଇ ଫେରିଥିବା ଯାତ୍ରୀଙ୍କୁ ଡିକ୍ଲାରେସନ୍ ଫର୍ମ ପୂରଣ କରିବାକୁ ପଡିବ ବୋଲି କୁହାଯାଇଥିଲା। ଫେରିଥିବା ଯାତ୍ରୀ ୧୪ ଦିନ ପାଇଁ ହୋମ୍ କ୍ୱାରେଣ୍ଟିନରେ ରହିବା ବାଧ୍ୟତାମୂଳକ।

ଏହି ସମୟରେ ରାପିଡ ରେସପନ୍ସ ଟିମ୍ ତାଙ୍କର ନିୟମିତ ଯାଞ୍ଚ କରିବେ। କ୍ୱାରେଣ୍ଟିନ ସମୟରେ ଲକ୍ଷଣ ପ୍ରକାଶ ପାଇଲେ ଆରଟିପିସିଆର ଟେଷ୍ଟ କରାଯିବ ଏବଂ ପଜିଟିଭ୍ ଚିହ୍ନଟ ହେଲେ ସରକାରୀ ସଙ୍ଗରୋଧରେ ରଖାଯିବା ସହ ଚିକିତ୍ସା କରାଯିବ। ରିପୋର୍ଟ ନେଗେଟିଭ୍ ଆସିଲେ ମଧ୍ୟ ୧୪ ଦିନ ହୋମ୍ କ୍ୱାରେଣ୍ଟିନରେ ରହିବାକୁ ପଡିବ ବୋଲି କୁହାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story