୩ କୋଟି ଟଙ୍କାର ଚେକ୍‌ ସହିତ ଦୂତୀଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାକର୍ତ୍ତା ଏସିଆନ୍ ଗେମ୍ସରେ ଚମକିବା ପରେ ଓଡ଼ିଶା ଫେରିଛନ୍ତି ଦୂତୀ ଚାନ୍ଦ। ଓଡ଼ିଶା ଫେରିବା ପରେ ସେ ସଚିବାଳୟରେ ଯାଇଥିଲେ। ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଦୂତୀଙ୍କ ପାଇଁ ଘୋଷଣା କରିଥିବା ୩ କୋଟି ଟଙ୍କାର ଚେକ୍ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ। ଦୂତୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଜ୍ୟ କ୍ରୀଡା ବିଭାଗ, ଓଡ଼ିଶା ଆଥଲେଟିକ୍ ଆସୋସିଏସନର ଅଧିକାରୀ […]

duti chand

duti chand

Manoranjan Sial
  • Published: Friday, 31 August 2018
  • Updated: 31 August 2018, 03:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାକର୍ତ୍ତା ଏସିଆନ୍ ଗେମ୍ସରେ ଚମକିବା ପରେ ଓଡ଼ିଶା ଫେରିଛନ୍ତି ଦୂତୀ ଚାନ୍ଦ। ଓଡ଼ିଶା ଫେରିବା ପରେ ସେ ସଚିବାଳୟରେ ଯାଇଥିଲେ। ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଦୂତୀଙ୍କ ପାଇଁ ଘୋଷଣା କରିଥିବା ୩ କୋଟି ଟଙ୍କାର ଚେକ୍ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଦାନ କରିଥିଲେ।

ଦୂତୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଜ୍ୟ କ୍ରୀଡା ବିଭାଗ, ଓଡ଼ିଶା ଆଥଲେଟିକ୍ ଆସୋସିଏସନର ଅଧିକାରୀ ଓ  ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ରହି ଫୁଲତୋଡ଼ା ଦେଇ ଦୂତୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଚଳିତ ଏସିଆନ୍ ଗେମ୍ସରେ ଦୂତୀ ୧୦୦ ଓ ୨୦୦ ମିଟର ଦୌଡ଼ରେ ଦୁଇଟି ରୌପ୍ୟ ପଦକ ହାସଲ କରି ଇତିହାସ ରଚିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story