ଚଳିତ ବର୍ଷ ହେବ କଟକର ଐତିହାସିକ ବାଲିଯାତ୍ରା

କଟକ (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ହେବ କଟକର ଐତିହାସିକ ବାଲିଯାତ୍ରା। ଏ ନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। ମହାମାରୀ କରୋନା ପାଇଁ ଦୁଇ ବର୍ଷ ଧରି ବନ୍ଦ ଥିଲା ବାଲିଯାତ୍ରା। ତେବେ ଚଳିତ ଥର କରୋନା ପରିସ୍ଥିତିରେ ସୁଧାର ଆସିଥିବାରୁ ବାଲିଯାତ୍ରା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଜିଲ୍ଲାପାଳଙ୍କ କହିବା ଅନୁସାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ କଟକର ବାରବାଟୀ ପ୍ୟାଲେସ୍‌ରେ୧୪, ୧୫ ଓ ୧୬ ତାରିଖରେ କାଇଟ୍‌ […]

baliyatra

baliyatra

Manoranjan Sial
  • Published: Monday, 13 June 2022
  • Updated: 13 June 2022, 07:25 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ହେବ କଟକର ଐତିହାସିକ ବାଲିଯାତ୍ରା। ଏ ନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। ମହାମାରୀ କରୋନା ପାଇଁ ଦୁଇ ବର୍ଷ ଧରି ବନ୍ଦ ଥିଲା ବାଲିଯାତ୍ରା। ତେବେ ଚଳିତ ଥର କରୋନା ପରିସ୍ଥିତିରେ ସୁଧାର ଆସିଥିବାରୁ ବାଲିଯାତ୍ରା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଜିଲ୍ଲାପାଳଙ୍କ କହିବା ଅନୁସାରେ ଚଳିତ ବର୍ଷ ପ୍ରଥମ ଥର ପାଇଁ କଟକର ବାରବାଟୀ ପ୍ୟାଲେସ୍‌ରେ୧୪, ୧୫ ଓ ୧୬ ତାରିଖରେ କାଇଟ୍‌ ଉତ୍ସବ ଅନୁଷ୍ଠିତ ହେବ। କଟକରେ ଥିବା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଦ୍ୱାରା ଏହାର ଆୟୋଜନ ହେବ। ଏଥିପାଇଁ ମିଶନ ଶକ୍ତି ବିଭାଗ, ଓରମାସ୍‌ ଓ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ସ୍ୱତନ୍ତ୍ର ଖସଡା ପ୍ରସ୍ତୁତ କରାଯାଇଛି। ଏଠାରେ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ, ଖାଦ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଳି ଜିଲ୍ଲାପାଳ କହିଛନ୍ତି।

ଚଳିତବର୍ଷ ହେବାକୁ ଥିବା ବାଲିଯାତ୍ରାରେ ଷ୍ଟଲ ସଂଖ୍ୟା ବଢ଼ିବ। ଫଳରେ ଅଧିକ ବ୍ୟବସାୟୀ ଲାଭବାନ ହେବେ ବୋଲି ଜିଲ୍ଲାପାଳ କହିଛନ୍ତି।

ସୂଚନାରୁ ପ୍ରକାଶ, ମହାମାରୀ କରୋନା ପାଇଁ ଗତ ଦୁଇ ବର୍ଷ ଧରି କଟକରେ ବାଲି ଯାତ୍ରା ବନ୍ଦ ରହିଥିଲା। ଯାହା କଟକବାସୀଙ୍କୁ ନିରାଶ କରିଥିଲା। ଚଳିତବର୍ଷ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲାପାଳଙ୍କ ଘୋଷଣା ପରେ କଟକବାସୀଙ୍କ ମନରେ ଖୁସିର ଲହରୀ ଖେଳି ଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story