ପୁରୀରେ ହେବ ଗ୍ରୀନ୍‌ ଫିଲ୍‌ଡ ଏୟାରପୋର୍ଟ: ଜ୍ୟୋତିରାଦିତ୍ୟ ସିନ୍ଧିଆ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଶ୍ରୀକ୍ଷେତ୍ର ପୁରୀରେ ହେବ ଗ୍ରୀନ ଫିଲ୍‌ଡ ଏୟାରପୋର୍ଟ। ଝାରସୁଗୁଡ଼ାରେ ଆଜି ଏନେଇ ସୂଚନା ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ସେ କହିଛନ୍ତି, ପୁରୀକୁ ଗ୍ରୀନ୍‌ ଫିଲ୍‌ଡ ଏୟାରପୋର୍ଟ ପାଇଁ ରାଜ୍ୟକୁ ବିସ୍ତୃତ ରିପୋର୍ଟ ଦିଆଯାଇଛି। ରାଜ୍ୟ ସରକାରଙ୍କ ଜବାବକୁ ଅପେକ୍ଷା କରାଯାଇଛି ବୋଲି ସିନ୍ଧିଆ କହିଛନ୍ତି। ରାଜ୍ୟ ସରକାର ଯେତେ ଶୀଘ୍ର ଜବାବ ଦେବେ, ସେତେ ଶୀଘ୍ର କାମ ଆଗକୁ ବଢ଼ିବ ବୋଲି ମନ୍ତ୍ରୀ କହିଛନ୍ତି। ଜୟପୁର ଓ ଉତ୍କେଲା […]

Puri

Puri

Manoranjan Sial
  • Published: Monday, 22 November 2021
  • Updated: 22 November 2021, 09:43 PM IST

Sports

Latest News

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଶ୍ରୀକ୍ଷେତ୍ର ପୁରୀରେ ହେବ ଗ୍ରୀନ ଫିଲ୍‌ଡ ଏୟାରପୋର୍ଟ। ଝାରସୁଗୁଡ଼ାରେ ଆଜି ଏନେଇ ସୂଚନା ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ସେ କହିଛନ୍ତି, ପୁରୀକୁ ଗ୍ରୀନ୍‌ ଫିଲ୍‌ଡ ଏୟାରପୋର୍ଟ ପାଇଁ ରାଜ୍ୟକୁ ବିସ୍ତୃତ ରିପୋର୍ଟ ଦିଆଯାଇଛି। ରାଜ୍ୟ ସରକାରଙ୍କ ଜବାବକୁ ଅପେକ୍ଷା କରାଯାଇଛି ବୋଲି ସିନ୍ଧିଆ କହିଛନ୍ତି। ରାଜ୍ୟ ସରକାର ଯେତେ ଶୀଘ୍ର ଜବାବ ଦେବେ, ସେତେ ଶୀଘ୍ର କାମ ଆଗକୁ ବଢ଼ିବ ବୋଲି ମନ୍ତ୍ରୀ କହିଛନ୍ତି।

ଜୟପୁର ଓ ଉତ୍କେଲା ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି, ଜୟପୁର ଓ ଉତ୍କେଲା ପ୍ରସ୍ତାବ ମଧ୍ୟ ଶୀଘ୍ର ରାଜ୍ୟ ସରକାର ଦିଅନ୍ତୁ। ତୁରନ୍ତ ଦୁଇ ଏୟାରପୋର୍ଟ ନେଇ ରାଜ୍ୟ ପ୍ରସ୍ତାବ ଦେଲେ ଲାଇସେନ୍ସ ବ୍ୟବସ୍ଥା ହେବ ବୋଲି ସେ ଦୋହରାଇଛନ୍ତି।

ଆଜି ଝାରସୁଗୁଡ଼ାରେ ପାଳିତ ହୋଇଛି ଉଡ଼ାନ ଦିବସ। ଏଥରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଯୋଗ ଦେଇଥିଲେ। କେନ୍ଦ୍ର ସରକାରଙ୍କ ଆଞ୍ଚଳିକ ଯୋଗାଯୋଗ ସ୍କିମ୍‌ (ଆର୍‌ସିଏସ୍)ର ଉଡ଼ାନ ଯୋଜନାରେ ଆରମ୍ଭ ହୋଇଥିବା ଦେଶର ୫୩ଟି ଆରସିଏସ୍‌ ବିମାନ ବନ୍ଦର ମଧ୍ୟରୁ ଝାରସୁଗୁଡ଼ା ବିମାନ ବନ୍ଦର ଅନ୍ୟତମ। ଆଜି ଉତ୍ସବରେ ଅନ୍ୟତମ ଅତିଥିଭାବେ ରାଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ସାଂସଦ ଜୁଏଲ ଓରାମ, ସୁରେଶ ପୂଜାରୀ, ବିମାନ ଚଳାଚଳ ମନ୍ତ୍ରଣାଳୟ ଲୟ ଯୁଗ୍ମ ସଚିବ ଉଷା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାରୁ ପ୍ରକାଶ, ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବା ପାଇଁ ଶ୍ରୀକ୍ଷେତ୍ରରେ ବିମାନ ବନ୍ଦର କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତାବ ରଖିଥିଲେ। ଏହା ପରେ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର କର୍ମକର୍ତ୍ତାମାନେ ପୁରୀ ଯାଇ ଜମିର ତଦାରଖ କରିଥିଲେ। ଏବେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ଘୋଷଣା ପରେ ରାଜ୍ୟ ସରକାର ଆଗକୁ ବଢ଼ିବେ ବୋଲି ଆଶଙ୍କା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story