ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନାର ସଫଳ ରୂପାୟନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନାରେ ହିତାଧିକାରୀ ହଇରାଣ ହେଲେ ଅଧିକାରୀଙ୍କ ବିରୋଧରେ କୋଠର କାର୍ଯ୍ୟାନୁଷ୍ଠାନ ହେବ। ସଚିବାଳୟରେ ଭିଡିଓ କନଫରେନସିଂ ଜରିଆରେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରି ଏହି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପଯୁକ୍ତ ଭାବରେ ଏହି ଯୋଜନାରେ ଗୁଣାତ୍ମକ ଦିଗର ସମୀକ୍ଷା କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ସ୍ୱାଧୀନତା ଦିବସ ପୂର୍ବରୁ ଖଣିଜ ସମ୍ପଦ ଥିବା ଜିଲ୍ଲାମାନଙ୍କରେ ସବୁ କଚ୍ଚା ଘରକୁ ପକ୍କା ଘରରେ ପରିଣତ କରିବା […]

Naveen_Patnaik

Naveen_Patnaik

Rakesh Mallick
  • Published: Friday, 26 February 2016
  • Updated: 26 February 2016, 05:48 AM IST

Sports

Latest News

ଭୁବନେଶ୍ୱର: ଗ୍ରାମ୍ୟ ଗୃହ ନିର୍ମାଣ ଯୋଜନାରେ ହିତାଧିକାରୀ ହଇରାଣ ହେଲେ ଅଧିକାରୀଙ୍କ ବିରୋଧରେ କୋଠର କାର୍ଯ୍ୟାନୁଷ୍ଠାନ ହେବ। ସଚିବାଳୟରେ ଭିଡିଓ କନଫରେନସିଂ ଜରିଆରେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରି ଏହି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପଯୁକ୍ତ ଭାବରେ ଏହି ଯୋଜନାରେ ଗୁଣାତ୍ମକ ଦିଗର ସମୀକ୍ଷା କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ସ୍ୱାଧୀନତା ଦିବସ ପୂର୍ବରୁ ଖଣିଜ ସମ୍ପଦ ଥିବା ଜିଲ୍ଲାମାନଙ୍କରେ ସବୁ କଚ୍ଚା ଘରକୁ ପକ୍କା ଘରରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତା’ସହ ଏହି ମାସ ସୁଦ୍ଧା ଖାଦ୍ୟ ସୁରକ୍ଷା ଆଇନରେ ବାଦ୍ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କ ଆବେଦନର ଫଇସଲା କରିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos