ହୋଲି ଖେଳ ବେଳେ ଗୋଷ୍ଠୀ ସଂଘର୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହୋଲି ଖେଳ ବେଳେ ଭୁବନେଶ୍ୱର ବରମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ ଘଟିଛି ।  ଏଥିରେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଉତ୍ତ୍ୟକ୍ତ ଲୋକେ ଏକ ପିସିଆର ଭ୍ୟାନ୍‌ ଭାଙ୍ଗିବା ସହ ଅନ୍ୟ ଗାଡ଼ି ମଧ୍ୟ ଭଙ୍ଗାରୁଜା କରିଛନ୍ତି। ଏକ ହୋଟେଲକୁ ମଧ୍ୟ ଭାଙ୍ଗିଦେଇଛନ୍ତି। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଛି। ଏବେବି ସେଠାରେ ଚାପା ଉତ୍ତେଜନା ଲାଗି ରହିଛି।

56

56

Tapas Behera
  • Published: Friday, 22 March 2019
  • Updated: 22 March 2019, 08:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହୋଲି ଖେଳ ବେଳେ ଭୁବନେଶ୍ୱର ବରମୁଣ୍ଡାରେ ଗୋଷ୍ଠୀ ସଂଘର୍ଷ ଘଟିଛି ।  ଏଥିରେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଉତ୍ତ୍ୟକ୍ତ ଲୋକେ ଏକ ପିସିଆର ଭ୍ୟାନ୍‌ ଭାଙ୍ଗିବା ସହ ଅନ୍ୟ ଗାଡ଼ି ମଧ୍ୟ ଭଙ୍ଗାରୁଜା କରିଛନ୍ତି। ଏକ ହୋଟେଲକୁ ମଧ୍ୟ ଭାଙ୍ଗିଦେଇଛନ୍ତି।

ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିଛି। ଏବେବି ସେଠାରେ ଚାପା ଉତ୍ତେଜନା ଲାଗି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story