ସରସ୍ୱତୀ ପୂଜା ଭସାଣକୁ ନେଇ ଗୋଷ୍ଠୀ ସଂଘର୍ଷ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ସରସ୍ୱତୀ ପୂଜା ଭସାଣ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଛି ଖଣ୍ଡଯୁଦ୍ଧ।  ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅଞ୍ଚଳରେ ଘଟିଥିବା ଏହି ଘଟଣାରେ ଦୁଇ ଗୋଷ୍ଠୀର ୧୦ଜଣ ଆହତ ହୋଇଛନ୍ତି। ଗତକାଲି ସରସ୍ୱତୀ ପୂଜା ଭସାଣି ବେଳେ କୁନ୍ଦୁପୁର ଗାଁରେ ଏହି ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିଲା। ଆହତଙ୍କ ମଧ୍ୟରେ ବୃଦ୍ଧ ଓ ଛୋଟ ପିଲା ଅଛନ୍ତି। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବାଲିକୁଦା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ […]

jagasingpur-123

jagasingpur-123

Jyoshna Pradhan
  • Published: Thursday, 14 February 2019
  • Updated: 14 February 2019, 11:31 AM IST

Sports

Latest News

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ସରସ୍ୱତୀ ପୂଜା ଭସାଣ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଛି ଖଣ୍ଡଯୁଦ୍ଧ।  ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅଞ୍ଚଳରେ ଘଟିଥିବା ଏହି ଘଟଣାରେ ଦୁଇ ଗୋଷ୍ଠୀର ୧୦ଜଣ ଆହତ ହୋଇଛନ୍ତି।

ଗତକାଲି ସରସ୍ୱତୀ ପୂଜା ଭସାଣି ବେଳେ କୁନ୍ଦୁପୁର ଗାଁରେ ଏହି ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିଲା। ଆହତଙ୍କ ମଧ୍ୟରେ ବୃଦ୍ଧ ଓ ଛୋଟ ପିଲା ଅଛନ୍ତି। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବାଲିକୁଦା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story