ସିଗାରେଟ ପାଇଁ ଦୋକାନୀଙ୍କୁ ମାରିଦେଲେ

ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ରାଜଧାନୀ ଛକରେ କିଛି ଯୁବକଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଦୋକାନୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁବାସ ପାତ୍ର। ସିଗାରେଟ୍ କିଣାକୁ କେନ୍ଦ୍ର କରି ଯୁବକମାନେ ସୁବାସଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଚାରିଜଣ ଯୁବକ ସୁବାସଙ୍କ ଦୋକାନରୁ ସିଗାରେଟ୍‌ କିଣିବାକୁ ଆସିଥିଲେ। ସିଗାରେଟ୍‌ ଦର ଦାମକୁ ନେଇ ସୁବାସ ଓ ଯୁବକଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଯୁବକମାନେ […]

jalasweer8

jalasweer8

Tapaswini Nayak
  • Published: Thursday, 13 February 2020
  • Updated: 13 February 2020, 02:36 PM IST

Sports

Latest News

ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ରାଜଧାନୀ ଛକରେ କିଛି ଯୁବକଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଦୋକାନୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁବାସ ପାତ୍ର। ସିଗାରେଟ୍ କିଣାକୁ କେନ୍ଦ୍ର କରି ଯୁବକମାନେ ସୁବାସଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଚାରିଜଣ ଯୁବକ ସୁବାସଙ୍କ ଦୋକାନରୁ ସିଗାରେଟ୍‌ କିଣିବାକୁ ଆସିଥିଲେ। ସିଗାରେଟ୍‌ ଦର ଦାମକୁ ନେଇ ସୁବାସ ଓ ଯୁବକଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଯୁବକମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ।
ସ୍ଥାନୀୟ ଲୋକେ ସୁବାସଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।  ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ବଡ଼ ମେଡିକାଲକୁ  ସ୍ଥାନାନ୍ତର ପାଇଁ ଡାକ୍ତର କହିଥିଲେ। ହେଲେ କଟକ ସ୍ଥାନାନ୍ତର ବେଳେ ରାସ୍ତାରେ ସୁବାସଙ୍କ ମୃତ୍ୟୁ ଘଟିଥିଲା।

ଚାରି ଜଣ ଯୁବକଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ସ୍ଥାନୀୟ ଲୋକେ ପୁଲିସ୍ ଜିମାରେ ଦେଇଥିଲେ। ଅନ୍ୟ ଦୁଇ ଜଣ ଖସି ଯାଇଥିଲେ। ଏହି ଘଟଣାକୁ ନେଇ ସ୍ଥାନୀୟ  ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବା ଦାବିରେ  ସ୍ଥାନୀୟ ଲୋକ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story