ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ହାତୀ ପଲ ଉତ୍ପାତ ମଚାଇଛନ୍ତି। କିଛି ଦିନର ନିରବତା ପରେ ହାତୀ ପଲ ଆଜି ଚନ୍ଦକା ଅଭୟାରଣ୍ୟରୁ ଆଠଗଡ଼ ଥାନା ଅନ୍ତର୍ଗତ କନ୍ଦରପୁରଠାରେ ମହାନଦୀ ପାର ହୋଇଥିଲେ। ନଦୀ ପାର ହେଲା ପରେ ସ୍ଥାନୀୟ ଅଞ୍ଚଳରେ ସେମାନେ ଉପଦ୍ରବ ମଚାଇଥିଲେ। ଏଥିଯୋଗୁ ପ୍ରାୟ ତିନି ଘଣ୍ଟାରୁ ଅଧିକ ସମୟ ରାସ୍ତା ଘାଟରେ ଯାତାୟତ ବନ୍ଦ ହୋଇଯାଇଥିଲା।
ହାତୀପଲଙ୍କୁ ଦେଖି ସ୍ଥାନୀୟ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଏ ସଂକ୍ରାନ୍ତରେ ଆଠଗଡ଼ ବନବିଭାଗ ପାଖରେ କୌଣସି ଖବର ନଥିବା ବେଳେ ସ୍ଥାନୀୟ ଗାଁଲୋକେ ସେମାନଙ୍କୁ ଘଉଡ଼ାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।