ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ଷ୍ଟିଲ୍ ସହର ରାଉରକେଲାରେ ୫ଟି ଶିଳ୍ପାନୁଷ୍ଠାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ GST ବିଭାଗ ଚଢ଼ଉ। ଭୁବନେଶ୍ୱର ଓ ରାଉରକେଲାର ଜିଏସ୍ଟି ବିଭାଗର ୨୫ ଜଣ ଅଧିକାରୀ ଆଜି ବେଦବ୍ୟାସଠାରେ ଥିବା ‘ସୁନାୟନା ମେଟାଲ’ ଏବଂ ‘ସ୍ୱସ୍ତିକ ଇନ୍ଗଟ କମ୍ପାନୀରେ ଚଢ଼ଉ କରିଥିଲା। ଏହାଛଡ଼ା ସିଭିଲ୍ ଟାଉନ୍ସିପର ଏକ ପ୍ରତିଷ୍ଠାନ, କୁଆରମୁଣ୍ଡା ଓ ବୀରମିତ୍ରପୁର ଦୁଇଟି ପ୍ରତିଷ୍ଠାନ ଉପରେ ମଧ୍ୟ ଚଢ଼ଉ ହୋଇଥିଲା ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା କାର୍ଯ୍ୟନିର୍ଘଣ୍ଟ; ଡିସେମ୍ବର ୨୦ରେ ଭୋଟ୍
ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
Crime
ସହିହେଲାନି ପୁଅବୋହୂଙ୍କ ନିର୍ଯାତନା; ଗୁହାଳରେ ଝୁଲି ପଡ଼ିଲେ ବୃଦ୍ଧ
ମୃତଦେହ ନିକଟରୁ ପୁଲିସ ଏକ ସୁଇସାଇଡ୍ ନୋଟ ଜବତ କରିଛି। ଯେଉଁଥିରେ ବୃଦ୍ଧ ଲେଖିଛନ୍ତି ଅନେକ କଥା।
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।