ରାଉରକେଲାରେ ଜିଏସ୍‌ଟି ଚଢ଼ଉ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ରାଉରକେଲାର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଜିଏସ୍‌ଟି ବିଭାଗ ପକ୍ଷରୁ ଚଢ଼ଉ ଜାରି ରହିଛି। ଗତକାଲି ସହରର ୫ଟି ଶିଳ୍ପାନୁଷ୍ଠାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ  ଚଢ଼ଉ କରାଯାଇଥିଲା। ଏଥିସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ବେଳେ ଦୁଇ ଜଣ ବ୍ୟବସାୟୀଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଛି। ଆଜି ସକାଳୁ ପୁଣି ଜିଏସ୍‌ଟି ବିଭାଗର ୪ଟି ଟିମ୍ ସହରର କେତେକ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢ଼ଉ କରୁଛି।

rkl

Jyoshna Pradhan
  • Published: Tuesday, 26 November 2019
  • , Updated: 26 November 2019, 11:19 AM IST

ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ରାଉରକେଲାର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଜିଏସ୍‌ଟି ବିଭାଗ ପକ୍ଷରୁ ଚଢ଼ଉ ଜାରି ରହିଛି। ଗତକାଲି ସହରର ୫ଟି ଶିଳ୍ପାନୁଷ୍ଠାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ  ଚଢ଼ଉ କରାଯାଇଥିଲା। ଏଥିସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଥିବା ବେଳେ ଦୁଇ ଜଣ ବ୍ୟବସାୟୀଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଛି।

ଆଜି ସକାଳୁ ପୁଣି ଜିଏସ୍‌ଟି ବିଭାଗର ୪ଟି ଟିମ୍ ସହରର କେତେକ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢ଼ଉ କରୁଛି।

Related story