/odisha-reporter/media/post_attachments/uploads/2019/08/honour-1...jpg)
honour-1..
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗାର୍ଡ ଅଫ୍ ଅନର ବ୍ୟବସ୍ଥାକୁ ଉଚ୍ଛେଦ କଲେ ସରକାର। ଏଥିନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।
Advertisment
ଏଣିକି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସରକାରୀ ଅଧିକାରୀଙ୍କୁ ଦିଆଯିବନି ଗାର୍ଡ ଅଫ୍ ଅନର। କିନ୍ତୁ ପୂର୍ବଭଳି ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଙ୍କୁ ମିଳିବ ଗାର୍ଡ ଅଫ୍ ଅନର।
ସାଧାରଣତନ୍ତ୍ର ଦିବସ, ସ୍ୱାଧୀନତା ଦିବସ, ଉତ୍କଳ ଦିବସରେ କେବଳ ମୁଖ୍ୟ ଅତିଥିଙ୍କୁ ମିଳିବ ଗାର୍ଡ ଅଫ୍ ଅନର। କିନ୍ତୁ ପୂର୍ବଭଳି ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରଦାନ କରାଯିବ ଗାର୍ଡ ଅଫ୍ ଅନର।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
