Advertisment

ରାଜ୍ୟରେ ଉଚ୍ଛେଦ ହେଲା ଗାର୍ଡ ଅଫ୍ ଅନର ବ୍ୟବସ୍ଥା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗାର୍ଡ ଅଫ୍ ଅନର ବ୍ୟବସ୍ଥାକୁ ଉଚ୍ଛେଦ କଲେ ସରକାର। ଏଥିନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସରକାରୀ ଅଧିକାରୀଙ୍କୁ ଦିଆଯିବନି ଗାର୍ଡ ଅଫ୍ ଅନର। କିନ୍ତୁ ପୂର୍ବଭଳି ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଙ୍କୁ ମିଳିବ ଗାର୍ଡ ଅଫ୍ ଅନର। ସାଧାରଣତନ୍ତ୍ର ଦିବସ,  ସ୍ୱାଧୀନତା ଦିବସ, ଉତ୍କଳ ଦିବସରେ କେବଳ ମୁଖ୍ୟ ଅତିଥିଙ୍କୁ ମିଳିବ ଗାର୍ଡ ଅଫ୍ ଅନର। କିନ୍ତୁ ପୂର୍ବଭଳି ବିଶିଷ୍ଟ […]

ରାଜ୍ୟରେ ଉଚ୍ଛେଦ ହେଲା ଗାର୍ଡ ଅଫ୍ ଅନର ବ୍ୟବସ୍ଥା

honour-1..

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗାର୍ଡ ଅଫ୍ ଅନର ବ୍ୟବସ୍ଥାକୁ ଉଚ୍ଛେଦ କଲେ ସରକାର। ଏଥିନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ଏଣିକି ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସରକାରୀ ଅଧିକାରୀଙ୍କୁ ଦିଆଯିବନି ଗାର୍ଡ ଅଫ୍ ଅନର। କିନ୍ତୁ ପୂର୍ବଭଳି ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ଲୋକାୟୁକ୍ତ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଙ୍କୁ ମିଳିବ ଗାର୍ଡ ଅଫ୍ ଅନର।

ସାଧାରଣତନ୍ତ୍ର ଦିବସ,  ସ୍ୱାଧୀନତା ଦିବସ, ଉତ୍କଳ ଦିବସରେ କେବଳ ମୁଖ୍ୟ ଅତିଥିଙ୍କୁ ମିଳିବ ଗାର୍ଡ ଅଫ୍ ଅନର। କିନ୍ତୁ ପୂର୍ବଭଳି ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରଦାନ କରାଯିବ ଗାର୍ଡ ଅଫ୍ ଅନର।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe