କେମିତି ଚାହା ପିଇବେ ଆସିଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡଲାଇନ ଜାରି କରାଯାଇଛି। ହୋଟେଲରେ ଥିବା ଅତିଥିମାନଙ୍କ ପାଇଁ ରେଷ୍ଟୁରାଣ୍ଟ ଖୋଲିପାରିବ। ହୋଟେଲ/ରେଷ୍ଟୁରାଣ୍ଟ ବସାଇ ଖାଦ୍ୟ ଖୁଆଇ ପାରିବେନି। ପାର୍ସଲ ଦେବେ। ସେହିପରି ରାସ୍ତାକଡ଼ରେ ଥିବା ଢାବା ମଧ୍ୟ କେବଳ ଖାଦ୍ୟ ପାର୍ସଲ ଦେଇପାରିବେ। ରାସ୍ତାକଡ଼ ଜଳଖିଆ ଦୋକାନୀ, ଗୁପଚୁପ, ଚାଟ୍ କେବଳ ପାର୍ସଲ ଦେବେ। ସେହିପରି ଚା, ଲସି, ଜୁସ୍ […]

70-1

70-1

Tapas Behera
  • Published: Tuesday, 04 August 2020
  • Updated: 04 August 2020, 06:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡଲାଇନ ଜାରି କରାଯାଇଛି। ହୋଟେଲରେ ଥିବା ଅତିଥିମାନଙ୍କ ପାଇଁ ରେଷ୍ଟୁରାଣ୍ଟ ଖୋଲିପାରିବ। ହୋଟେଲ/ରେଷ୍ଟୁରାଣ୍ଟ ବସାଇ ଖାଦ୍ୟ ଖୁଆଇ ପାରିବେନି। ପାର୍ସଲ ଦେବେ। ସେହିପରି ରାସ୍ତାକଡ଼ରେ ଥିବା ଢାବା ମଧ୍ୟ କେବଳ ଖାଦ୍ୟ ପାର୍ସଲ ଦେଇପାରିବେ। ରାସ୍ତାକଡ଼ ଜଳଖିଆ ଦୋକାନୀ, ଗୁପଚୁପ, ଚାଟ୍ କେବଳ ପାର୍ସଲ ଦେବେ। ସେହିପରି ଚା, ଲସି, ଜୁସ୍ ଦୋକାନ ମଧ୍ୟ କେବଳ ପାର୍ସଲ ଦେଇପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story