ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଗୋଟିଏ ପର୍ଯ୍ୟାୟରେ ତିନି ରାଉଣ୍ଡରେ ହେବ ଆଡମିଶନ୍। ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀ ନିଜ ମୋବାଇଲ ଓ ଇମେଲ ଆଇଡି ଦେଇ ଆଡମିଶନ ଲାଗି ଆବେଦନ କରିପାରିବେ। ଆବେଦନ ସମୟରେ ଏଣିକି ଆଉ ମାର୍କ ସିଟ୍ କିମ୍ବା ସାର୍ଟିଫିକେଟ୍ ଅପଲୋଡ୍ କରିବାକୁ ପଡ଼ିବନି। ଯଦି ଛାତ୍ରଛାତ୍ରୀମାନେ ସ୍ଲାଇଡ୍ ଅପ୍ ପ୍ରକ୍ରିୟାରେ ଭାଗ ନେବାକୁ ଚାହୁଁଛନ୍ତି, ତା’ହେଲେ ସେମାନେ ଅନ୍‌ଲାଇନ୍ ଫର୍ମରେ […]

admisson

admisson

Tapaswini Nayak
  • Published: Wednesday, 29 July 2020
  • Updated: 29 July 2020, 08:24 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯୁକ୍ତ ୩ ଆଡମିଶନ୍ ଲାଗି ଗାଇଡଲାଇନ୍ସ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଗୋଟିଏ ପର୍ଯ୍ୟାୟରେ ତିନି ରାଉଣ୍ଡରେ ହେବ ଆଡମିଶନ୍।

ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀ ନିଜ ମୋବାଇଲ ଓ ଇମେଲ ଆଇଡି ଦେଇ ଆଡମିଶନ ଲାଗି ଆବେଦନ କରିପାରିବେ। ଆବେଦନ ସମୟରେ ଏଣିକି ଆଉ ମାର୍କ ସିଟ୍ କିମ୍ବା ସାର୍ଟିଫିକେଟ୍ ଅପଲୋଡ୍ କରିବାକୁ ପଡ଼ିବନି।

ଯଦି ଛାତ୍ରଛାତ୍ରୀମାନେ ସ୍ଲାଇଡ୍ ଅପ୍ ପ୍ରକ୍ରିୟାରେ ଭାଗ ନେବାକୁ ଚାହୁଁଛନ୍ତି, ତା’ହେଲେ ସେମାନେ ଅନ୍‌ଲାଇନ୍ ଫର୍ମରେ ଏହା ଉଲ୍ଲେଖ କରିପାରିବେ। ସେହିଭଳି କଲେଜ କର୍ତ୍ତୃପକ୍ଷ ଆଡମିଶନ ସମ୍ପର୍କରେ କ୍ୟାମ୍ପସରେ ପୋଷ୍ଟର ଲଗାଇ ସଚେତନ କରିବେ। ଏହାସହ ହେଲ୍ପ ଡେସ୍କ୍, ଇଣ୍ଟରନେଟ୍ କେନ୍ଦ୍ର, ନିରବଚ୍ଛିନ୍ନ ବିଦ୍ୟୁତ ସେବା ଉପଲବ୍ଧ ରଖିବାକୁ ସବୁ ଡିଗ୍ରୀ କଲେଜ୍ କର୍ତ୍ତୃପକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story