କଟକ(ଓଡ଼ିଶା ରିପୋର୍ଟର): ଇତିହାସ ରଚିଲା କଟକ ମହାନଗର ନିଗମ(ସିଏମସି)। କାଗଜ ଡଙ୍ଗା ପ୍ରସ୍ତୁତ କରି ଗ୍ରୀନିଜ ବୁକ ଅଫ ରେକର୍ଡର ଅଧିକାରୀ ହୋଇଛି ସିଏମସି ।
କଟକ ଐତିହାସିକ ବାଲିଯାତ୍ରା ଉତ୍ସବ ଅବସରରେ ସିଏମସି ପକ୍ଷରୁ ଆୟୋଜିତ ଡଙ୍ଗା ତିଆରି କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲର ୨୧୨୧ ଜଣ ଛାତ୍ରଛାତ୍ରୀ ୩୫ ମିନିଟରେ ୨୩ ହଜାର କାଗଜ ଡଙ୍ଗା ପ୍ରସ୍ତୁତ କରି ଏହି ରେକର୍ଡ କରିଛନ୍ତି। ପୂର୍ବରୁ ୧୩୦୪ଟି ଡଙ୍ଗା ତିଆରି ରେକର୍ଡ ରହିଥିବା ବେଳେ ଆଜି ଏହି ରେକର୍ଡ ବ୍ରେକ କରିଛି ସିଏମସି।
ଏହି କାର୍ଯ୍ୟକ୍ରମରେ ମେୟର ସୁବାସ ସିଂହ, ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି, ସିଏମସି କମିଶନର ନିଖିଲ ପବନ କଲ୍ୟାଣଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ୫୦ଜଣ ଅଫିସିଆଲ୍ ଜୁରି ଏହାକୁ ପରିଚାଳନା କରୁଥିଲେ। କାର୍ଯ୍ୟକ୍ରମ ତଦାରଖ ପାଇଁ ଇଂଲଣ୍ଡରୁ ଗିନିଜର ଜଣେ ଜୁରି ମଧ୍ୟ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।