ଗାଡ଼ି ପାର୍କିଂକୁ ନେଇ ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗାଡ଼ି ପାର୍କିଂକୁ କେନ୍ଦ୍ର କରି ରାଜଧାନୀରେ ଫୁଟିଛି ଗୁଳି। ଖଣ୍ଡଗିରି ଥାନା ଅନ୍ତର୍ଗତ ଜାଗମରାରେ ଘଟିଛି ଏହି ଘଟଣା। ତେବେ ଏଥିରେ କେହି ହତାହତ ହୋଇନାହାନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଅପରାହ୍ଣ ପ୍ରାୟ ୪ଟା ବେଳେ ଏହି ଘଟଣା ଘଟିଥିଲା। ଗାଡ଼ି ପାର୍କିଂକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ପରେ ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀ ଉପରେ ଆକ୍ରମଣ କରିଥିଲା। ଏହି ସମୟରେ ଅନ୍ୟ ଗୋଷ୍ଠୀ ପକ୍ଷରୁ […]

Gun

Gun

Jitendra Garnayak
  • Published: Friday, 03 September 2021
  • Updated: 03 September 2021, 06:22 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗାଡ଼ି ପାର୍କିଂକୁ କେନ୍ଦ୍ର କରି ରାଜଧାନୀରେ ଫୁଟିଛି ଗୁଳି। ଖଣ୍ଡଗିରି ଥାନା ଅନ୍ତର୍ଗତ ଜାଗମରାରେ ଘଟିଛି ଏହି ଘଟଣା। ତେବେ ଏଥିରେ କେହି ହତାହତ ହୋଇନାହାନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ଅପରାହ୍ଣ ପ୍ରାୟ ୪ଟା ବେଳେ ଏହି ଘଟଣା ଘଟିଥିଲା। ଗାଡ଼ି ପାର୍କିଂକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହା ପରେ ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀ ଉପରେ ଆକ୍ରମଣ କରିଥିଲା। ଏହି ସମୟରେ ଅନ୍ୟ ଗୋଷ୍ଠୀ ପକ୍ଷରୁ ଗୁଳି କରାଯାଇଥିଲା। ସେମାନେ ୩ ରାଉଣ୍ଡ ବ୍ଲାଙ୍କ ଫାୟାରିଂ କରିଥିଲେ।

ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, କିଛି ଦିନ ତଳେ ଗାଡ଼ି ପାର୍କିଂକୁ କେନ୍ଦ୍ର କରି ଦୁଇ ଅଭିନେତା ତଥା ପଡ଼ୋଶୀ ବବି ମିଶ୍ର ଓ ତପି ମିଶ୍ରଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। କଥା ଥାନା ଯାଏଁ ଯାଇଥିଲା। ବବି ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଗ୍ୟାଙ୍ଗଷ୍ଟରଙ୍କ ନାଁ ନେଇ ଧମକ ଦେଇଥିବା ତପି ଥାନାରେ ଅଭିଯୋଗ କରିଥିଲେ। ଉଭୟଙ୍କୁ ନୟାପଲ୍ଲୀ ଥାନାକୁ ଡକା ଯାଇଥିଲା। ଲିଖିତ ଜମାନବନ୍ଦୀ ଦେବା ପରେ ବବିଙ୍କୁ ପୁଲିସ୍ ଛାଡ଼ିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story