ଭୁବନେଶ୍ୱର: ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷ କରି ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହବ। ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଏଭଳି ବର୍ଷା ହେବ। ଆସନ୍ତା ୨୦ ତାରିଖରୁ ଏହି ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଅ ମାଡ଼ରେ ଗଲା ମା’ର ଜୀବନ; ୨୦ ଘଣ୍ଟା ହେଲା ପଡ଼ିଛି ମୃତଦେହ
ପୁଲିସ ଅଭିଯୁକ୍ତ ପୁଅକୁ ନେଇ ଅଟକ ରଖିବା ସହ ଘଟଣା ସଂପର୍କରେ ପଚରାଉଚରା କରିଛି।
Crime
ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣା; ୩ କ୍ଷେତ୍ର ବନ କର୍ମଚାରୀ ସସପେଣ୍ଡ
ଗତକାଲି ସମ୍ବଲପୁର ନାକଟିଦେଉଳ ରେଂଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଟି ହାତୀଙ୍କ ମୃତ୍ୟୁ ଘଟିଥିଲା।
Accident
ଗଛରେ ପିଟିହେଲା କାର୍; ଡ୍ରାଇଭର ଗୁରୁତର
ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ।
Accident
ଓଲଟିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍, ଲାଗିଗଲା ନିଆଁ
ରାସ୍ତା କଡ଼କୁ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇ ଯାଇଛି।
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।