ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷ କରି ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହବ। ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଏଭଳି ବର୍ଷା ହେବ। ଆସନ୍ତା ୨୦ ତାରିଖରୁ ଏହି ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର […]

ors-rain

Rakesh Mallick
  • Published: Sunday, 19 July 2015
  • , Updated: 19 July 2015, 01:59 AM IST

ଭୁବନେଶ୍ୱର: ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷ କରି ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହବ। ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଏଭଳି ବର୍ଷା ହେବ। ଆସନ୍ତା ୨୦ ତାରିଖରୁ ଏହି ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Related story