ଡାକ୍ତରଖାନାରେ ପ୍ରସୂତିଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ପ୍ରସୂତି ମହିଳାଙ୍କୁ ଦୁର୍ବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ନରସିଂହ ପୂଜାରୀଙ୍କୁ ଗିରଫ କରିଛି।

ଅଭିଯୋଗରୁ ପ୍ରକାଶ, ବିଷମକଟକ ଅଞ୍ଚଳର ନାଗ(ଛଦ୍ମନାମ) ନାମକ ଜଣେ ଗର୍ଭବତୀ ମହିଳା ଦୁଇ ଦିନ ତଳେ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ପ୍ରସବ ପରେ ସେଠାରେ ତାଙ୍କର ଚିକିତ୍ସିତ ଚାଲିଥିଲା। ଏହି ସମୟରେ ନରସିଂହ ତାଙ୍କ(ନାଗ) ପାଖକୁ ଆସି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ନରସିଂହ ଡାକ୍ତର ବୋଲି ଭାବି ପ୍ରଥମେ ବନିତା ଚୁପ୍‌ ରହିଥିଲେ। ତେବେ ସେ ଡାକ୍ତର ନୁହେଁ ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ନରସିଂହଙ୍କୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’