ଗୁଣପୁର ତହସିଲଦାର ନିଲମ୍ବିତ

ଗୁଣପୁର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତଙ୍କୁ ନିଲମ୍ବନ କରାଯାଇଛି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅନୁଯାୟୀ ତହସିଲଦାରଙ୍କୁ ନିଲମ୍ବନ କରିଛନ୍ତି ସରକାର । ଏହି ସମୟରେ ଲକ୍ଷ୍ମୀନାରାୟଣ ଜିଲ୍ଲା ମୁଖ୍ୟାଳୟରେ ରହିବେ। ସେ ରାୟଗଡ଼ା ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।  

suspend

Tapaswini Nayak
  • Published: Wednesday, 21 October 2020
  • , Updated: 21 October 2020, 01:44 PM IST

ଗୁଣପୁର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀନାରାୟଣ ସାବତଙ୍କୁ ନିଲମ୍ବନ କରାଯାଇଛି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅନୁଯାୟୀ ତହସିଲଦାରଙ୍କୁ ନିଲମ୍ବନ କରିଛନ୍ତି ସରକାର ।

ଏହି ସମୟରେ ଲକ୍ଷ୍ମୀନାରାୟଣ ଜିଲ୍ଲା ମୁଖ୍ୟାଳୟରେ ରହିବେ। ସେ ରାୟଗଡ଼ା ଜିଲ୍ଲାପାଳଙ୍କ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ଛାଡ଼ି ପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି।

 

Related story