ଭୁବନେଶ୍ୱର: ମଧ୍ୟପ୍ରଦେଶର ଗ୍ୱାଲିୟରରେ ଓଡ଼ିଆ ବାୟୁସେନା କର୍ମଚାରୀ ବିଭୋର ସାହୁଙ୍କ ମୃତ୍ୟୁ ଘଟିଛି। ତାଙ୍କ ଘର ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ଅଞ୍ଚଳରେ। ଗତ ୧୦ ବର୍ଷ ହେଲା ସେ ବାୟୁସେନାରେ ଅପରେସନାଲ୍ ଆସିଷ୍ଟାଣ୍ଟ ଭାବେ କାମ କରୁଥିଲେ। ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।